Advertisment

Veteran Singer Geeta Pattnaik No More: କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ; ଭଜନ, ଜଣାଣ, ଛାନ୍ଦ, ଚମ୍ପୁ ପାଇଁ ଲୋକପ୍ରିୟ ଥିଲେ

ପରଲୋକରେ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ। କଟକର ଏକ ଘରୋଇ ହସ୍ପିଟାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି। ମସ୍ତିଷ୍କାଘାତ ଯୋଗୁ ଗୁରୁତର ଅବସ୍ଥାରେ ନିକଟରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

author-image
Tapan Swain
Geeta Patnaik

Geeta Patnaik Photograph: (OTV)

ପରଲୋକରେ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ। କଟକର ଏକ ଘରୋଇ ହସ୍ପିଟାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି। ମସ୍ତିଷ୍କାଘାତ ଯୋଗୁ ଗୁରୁତର ଅବସ୍ଥାରେ ନିକଟରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଆଇସିୟୁରେ ତାଙ୍କର ଚାଲିଥିଲା ଚିକିତ୍ସା। ସେ ଭୁବନେଶ୍ୱରରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବେଳେ ସେ ଅସୁସ୍ଥ ହୋଇପଡିଥିଲେ । 

Advertisment

ଭଜନ, ଜଣାଣ, ଛାନ୍ଦ, ଚମ୍ପୁ ଓ ଆଧୁନିକ ଗୀତ ପାଇଁ ବେଶ୍ ପରିଚିତ ଥିଲେ ।  ଶ୍ରେଷ୍ଠ ପ୍ରଚ୍ଛଦପଟ୍ଟ ଗାୟିକା ଭାବେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ମଧ୍ୟ ପାଇଥିଲେ ଗୀତା ପଟ୍ଟନାୟକ । 

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ 

କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ

ଭଜନ, ଜଣାଣ, ଛାନ୍ଦ, ଚମ୍ପୁ, ଆଧୁନିକ ଗୀତ ପାଇଁ ବେଶ୍ ପରିଚିତ

ଶ୍ରେଷ୍ଠ ପ୍ରଚ୍ଛଦପଟ୍ଟ ଗାୟିକା ଭାବେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇଥିଲେ

Odia veteran singer Geeta Patnaik Passes Away
Advertisment
Related Articles
Advertisment