Advertisment

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି

ଭୁବନେଶ୍ୱର: ଆଜି ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ଓଡ଼ିଶାର ୬ଟି ଲୋକସଭା ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ସହ ୪୨ଟି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ବିଜ୍ଞପ୍ତି ପ୍ରକାଶ ସହ ଆଜିଠାରୁ ହିଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ଏପ୍ରିଲ ୪  ଯାଏ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ଏପ୍ରିଲ ୫ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। […]

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି

election

Advertisment

ଭୁବନେଶ୍ୱର: ଆଜି ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ଓଡ଼ିଶାର ୬ଟି ଲୋକସଭା ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ସହ ୪୨ଟି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ।

Advertisment

ବିଜ୍ଞପ୍ତି ପ୍ରକାଶ ସହ ଆଜିଠାରୁ ହିଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ଏପ୍ରିଲ ୪  ଯାଏ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ଏପ୍ରିଲ ୫ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ୮ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହୋଇପାରିବ। ସାଧାରଣ ନିର୍ବାଚନ ପାଇଁ ଏପ୍ରିଲ ୨୩ ତାରିଖରେ ତୃତୀୟ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ