ବାଡ଼ିରୁ ଝାମ୍ପି ନେଇ ବୃଦ୍ଧାଙ୍କ ଜୀବନ ନେଲା ମହାବଳ ବାଘ। ଘରଠାରୁ କିଛି ଦୂରକୁ ନେଇ ମହାବଳ ବାଘ ବୃଦ୍ଧାଙ୍କୁ ମାରି ଛାଡ଼ି ପଳାଇଥିବା ଜଣାପଡ଼ିଛି।
ଜଣେ ଭାଇ କଥା କହିପାରୁନି, ଆଉ ଜଣଙ୍କ ମୁଣ୍ଡ କାମ କରୁନି । କିନ୍ତୁ କେହି କାହାକୁ ଛାଡିବାକୁ ନାରାଜ୍ । ବିଶେଷକରି ମାନସିକ ଅନଗ୍ରସର ଭାଇର ଖୁବ ଯତ୍ନ ନେଉଛି କଥା କହିପାରୁନଥିବା ଭାଇ । ଦାଣ୍ଡ ଦୁଆରେ ଭାଇ ବସୁଛି...ତାକୁ ଖାଇବାକୁ ଦେବା ସହିତ ପୂରା ଯତ୍ନ ବି କରୁଛନ୍ତି । ହେଲେ ମାନସିକ ଅନଗ୍ରସର ଭାଇ କଥା କହିପାରୁନଥିବା ଭାଇଙ୍କୁ ଗାଳି ଦେଉଛି । ଅବଶ୍ୟ ତାଙ୍କ କଥାବାର୍ତ୍ତା କିଛି ବୁଝି ହେଉନାହିଁ ।
ସାର୍ଥକ ହେଲା ଶ୍ରମ ଦାନ । ଯାହା ଅସମ୍ଭବ କୁହାଯାଉଥିଲା, ତାହାକୁ ସମ୍ଭବ କରି ଦେଖାଇଲେ ଚାଷୀ । ପୁଣି ଜୈବିକ ପଦ୍ଧତିରେ ପଥୁରିଆ ମାଟିରୁ ଉତ୍ପାଦନ କଲେ କ୍ୱିଣ୍ଟାଲ କ୍ୱିଣ୍ଟାଲ ଆଳୁ।
ନୂଆପଡା ସିନାପାଲିର ଲାଇଫଲାଇନ୍ ଉଦନ୍ତି ନଦୀ । ଆଜି ଏ ନଦୀ ଗୋଟିଏ ମରୁଭୂମିର ଭ୍ରମ ସୃଷ୍ଟି କଲାଣି । ନଦୀରେ କୌଣସି ସ୍ଥାନରେ ପାଣିର ଧାରଟିଏ ବି ନାହିଁ । ତେଣୁ କେମିତି ଚଳିବେ ତାର କୌଣସି ବାଟ ନପାଇ ସରପଂଚଙ୍କୁ ଗୁହାରି କରିଥିଲେ । ଲୋକଙ୍କ ସମସ୍ୟାକୁ ଗୁରୁତ୍ୱର ସହ ନେଇ ସୁବ୍ୟବସ୍ଥା କରିବାକୁ ନିଷ୍ପତ୍ତି ନେଲେ ସରପଂଚ ସୁନିତା ମେହେର
ଦିବ୍ୟାଙ୍ଗ ହୋଇଥିବାରୁ ମୂଲମଜୁରୀ କରିବା ସେମାନଙ୍କ ପାଖରେ ସମ୍ଭବ ହେଉନଥିଲା । ହେଲେ ସମାଜରେ କେମିତି ରୋଜଗାର କରିବେ? କେମିତି ଭଲରେ ଚଳିବେ ସେନେଇ ସବୁବେଳେ ଚିନ୍ତା କରୁଥିଲେ । ସେଇଥି ଲାଗି ତ ଗାଁର କିଛି ଦିବ୍ୟାଙ୍ଗ ମିଶି ଏକାଠି ହେଲେ , କ୍ଷେତରେ ଚାଷ କରିବାକୁ ନିଷ୍ପତ୍ତି ନେଲେ । ନିଷ୍ପତ୍ତି ଅନୁସାରେ ଏଇ କ୍ଷେତରେ କରୁଛନ୍ତି ଚାଷ ।
ରାସ୍ତାରେ ଯିବା ବେଳେ ପୁଅକୁ ନଡରିବାକୁ ପରାମର୍ଶ ଦେଉଥିଲେ। ଭାବିଥିଲେ ମେଡିକାଲରୁ ଆସିବା ପରେ ପୁଅକୁ ଆରାମ ଲାଗିବ। ହେଲେ ସିଏ ନିଜେ ବି ଜାଣିନଥିଲେ। ତାଙ୍କୁ ରାସ୍ତାରେ ଅନେଇ ବସିଛି ଯମ। ଚାହୁଁଚାହୁଁ ଟ୍ରକ୍ ଆସି ତାଙ୍କ ବାଇକ୍କୁ ଧ୍କକା ଦେଲା। ବାସ୍ କେଇ ମୁହୂର୍ତ୍ତରେ ବାପା-ପୁଅଙ୍କ ଚାଲିଗଲା ଜୀବନ। ଏମିତି ହୃଦୟ ବିଦାରକ ଘଟଣା ଘଟିଛି ନୂଆପଡା ଲଖନା ଥାନା କୁଶଦହନା ଗାଁରେ।
ଗୋଟିଏ ଜାଗାରେ ନିଆଁ ଲିଭାଇଲେ ଅନ୍ୟ ଜାଗାରେ ଜଳୁଛି। ପୁରା ଗାଁ ଆତଙ୍କିତ
ଭାରତୀୟ ସଂସ୍କୃତି ଓ ପରଂପରାକୁ ବଞ୍ଚାଇ ରଖିବା ସହ ବିଦ୍ୟାର୍ଥୀଙ୍କୁ ଶାସ୍ତ୍ର ସହ ଶସ୍ତ୍ର ଶିକ୍ଷା ଦିଆଯାଉଛି
ଅସନ୍ତୁଷ୍ଟ ଚାଷୀ, ବୀରମହାରାଜପୁର-ଆମରପାଲି ରାସ୍ତାର ପଥରଘାଟ ଛକରେ ଧାନବସ୍ତା ରଖି ଦୀର୍ଘ ସମୟ ରାସ୍ତା ଅବରୋଧ କରିଥିଲେ ।
ବିଶ୍ୱାସରେ ବିଷ। ତୁମେ ଖାଇ ସାରିଲା ପରେ ଆମେ ଖାଇବୁ ବୋଲି କହିଲେ, ହେଲେ ଆଉ ଖାଇଲେ ନାହିଁ। ଜଣେ ଛାତ୍ରଙ୍କୁ ଜୋରଜବରଦସ୍ତ ଅନ୍ୟ ଛାତ୍ରମାନେ ବିଷାକ୍ତ କନିଅର ଫଳ ଖୁଆଇଥିବା ଅଭିଯୋଗ ହୋଇଛି।
ଅଭିନବ ସୋନକାର କୋରାପୁଟ SP । ଜ୍ଞାନରଂଜନ ମହାପାତ୍ର ଢେଙ୍କାନାଳ SP ।
ଆସନ୍ତା ୪-୫ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ମଧ୍ୟ ସ୍ଥିର ରହିବ। ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି।
ସବୁ ସ୍ୱପ୍ନକୁ ଚୁରମାର କରିଦେଲା ନିଆଁ। ଧାନ ବିକିଥିଲେ ଝିଅ ବାହାଘର କରିଥାଆନ୍ତେ...ହେଲେ ଅଧ ରାତିରେ ନିଆଁ ଲଗାଇଦେଲା ଦୁର୍ବୃତ୍ତ। ସକାଳୁ ପୋଡିଲା ଧାନକୁ ଧରି ବିଲରେ ମୁଣ୍ଡ ବାଡେଇ କାନ୍ଦୁଛି ମାଆ। ଏବେ ଝିଅ ବାହାଘର ହେବ କେମିତି?
ଓଟିପିକୁ କ୍ଲିକ୍ କଲା ପରେ ଆକାଉଣ୍ଟରୁ ଗାଏବ ହୋଇଗଲା ୬ ଲକ୍ଷ ୫୦ ହଜାର ଟଙ୍କା । ଠକେଇ ବୋଲି ଜାଣିଲା ବେଳକୁ ସବୁକିଛି ସରିଯାଇଥିଲା ।
ପାଖରେ ପାଣି ନଥିବାରୁ ବାହାର ଗାଁକୁ ଯାଇ ପାଣି ଆଣୁଛନ୍ତି । ପିଲାମାନେ ପାଠ ନପଢି ଗାଇ, ଛେଳି ଚରାଉଛନ୍ତି ।
ସବୁକିଛି ଠିକ୍ ଥିବା ପରେ ବି ହଠାତ୍ ତିନି ଭଉଣୀଙ୍କ ଗୋଡ ଆଉ କାମ କଲାନି କି ସେମାନେ ଆଉ ଚାଲି ବୁଲି ପାରିଲେନି ।
୧୧କେଭି ତାରରେ ହାତ ଲାଗିଗଲା..ଡାକ୍ତର କାଟିଦେଲେ ହାତ। ଖଟିଆରେ ଶୋଇଛି ଭେଣ୍ଡିଆ ପୁଅ..ପୁଅର ଚିକିତ୍ସା ପାଇଁ ସବୁ ସମ୍ବଳ ଖର୍ଚ୍ଚ କରିସାରିଲେଣି ପରିବାର ଲୋକେ..ହେଲେ ଏବେ ନବୀନ ପଟ୍ଟନାୟକଙ୍କ ସାହାଯ୍ୟ ଅପେକ୍ଷାରେ ନବୀନ
ଧାନ ବିଲରୁ ନାବାଳିକାର କଙ୍କାଳ ଉଦ୍ଧାର ଘଟଣାରେ ଚାଞ୍ଚଲ୍ୟକର ଖୁଲାସା ହୋଇଛି। ନାବାଳିକାକୁ ହତ୍ୟା କରାଯାଇଥିବା ବେଳେ ହତ୍ୟାକାଣ୍ଡ ପଛରେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ ଥିବା ଜଣାପଡ଼ିଛି।
ବାପା ଦିବ୍ୟାଙ୍କ ହେବା ପରେ ଦିବ୍ୟାଙ୍କ ପୁଅର ଚିକିତ୍ସା କେମିତି ହେବ ? ପଢୁଆ ପୁଅ କେମିତି ପାଠ ପଢିବ ସେଇ ଚିନ୍ତାରେ ପୂରା ପରିବାର ।
ପ୍ରାୟ ୧୦ ମାସ ତଳର ନରକଙ୍କାଳକୁ ମାଟି ଖୋଳି ଉଦ୍ଧାର କରାଯାଇଛି। ଏକ ବେନାମୀ ଚିଠି ୧୦ ମାସ ତଳର ହତ୍ୟାକାଣ୍ଡର ରହସ୍ୟ ଉପରୁ ପରଦା ଉଠାଇଥିବା କୁହାଯାଉଛି।
ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କୁ ଆଣିବାକୁ ଯାଉଥିବା ପୋଲିସ୍ ଏସ୍କର୍ଟ ଗାଡ଼ି ୨ କଲେଜ ଛାତ୍ରଙ୍କୁ ଧକ୍କା ଦେଇ ଘଟଣାସ୍ଥଳରୁ ଛୁ’ ମାରିଥିବା ଜଣାପଡ଼ିଛି।
ବାରମ୍ବାର ଗୃହପାଳିତ ପଶୁଙ୍କୁ ମାରି ଖାଉଥିବାରୁ ଚିନ୍ତାରେ ଗାଁ ଲୋକ।
ଗାଁରେ ୨୮ରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀ ବି କଲେ । ହେଲେ ପରିବାରର ଆକ୍ରୋଶର ଶିକାର ହେଲେ । ଏମିତିକି ଗାଁ ଲୋକଙ୍କ ପାଇଁ ଘର ଛାଡିଥିଲେ ଭୂମିକା ।