Advertisment

ପ୍ରସୂତିଙ୍କ ଷ୍ଟିଚ୍‌ ଖୋଲିବାକୁ ଲାଞ୍ଚ ମାଗିଥିବା ନର୍ସ ନିଲମ୍ବିତ

ନୟାଗଡ଼: ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ପ୍ରସୂତିଙ୍କୁ ଲାଞ୍ଚ ମାଗିବା ଘଟଣାରେ ସମ୍ପୃକ୍ତ ନର୍ସଙ୍କୁ ନିଲମ୍ବନ କରାଯାଇଛି। ଗତ ୩ ତାରିଖରେ ଜଣେ ପ୍ରସୂତିଙ୍କ ଷ୍ଟିଚ୍ ଖୋଲିବାକୁ ସମ୍ପୃକ୍ତ ନର୍ସ ଜଣକ ଲାଞ୍ଚ ମାଗିଥିବା ଅଭିଯୋଗ ହୋଇଥିଲା। ଲାଞ୍ଚ ମାଗିବା ବେଳର ଭିଜୁଆଲ ସୋଶାଲ୍‌ ମିଡିଆରେ ଭାଇରାଲ ହୋଇଥିଲା। ଏହାପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଏହାଛଡ଼ା ପ୍ରସୂତିଙ୍କ ପରିବାର ପକ୍ଷରୁ ଥାନାରେ ମଧ୍ୟ ଅଭିଯୋଗ ହୋଇଥିଲା।

ପ୍ରସୂତିଙ୍କ ଷ୍ଟିଚ୍‌ ଖୋଲିବାକୁ ଲାଞ୍ଚ ମାଗିଥିବା ନର୍ସ ନିଲମ୍ବିତ

odisha

Advertisment

ନୟାଗଡ଼: ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ପ୍ରସୂତିଙ୍କୁ ଲାଞ୍ଚ ମାଗିବା ଘଟଣାରେ ସମ୍ପୃକ୍ତ ନର୍ସଙ୍କୁ ନିଲମ୍ବନ କରାଯାଇଛି।

Advertisment

ଗତ ୩ ତାରିଖରେ ଜଣେ ପ୍ରସୂତିଙ୍କ ଷ୍ଟିଚ୍ ଖୋଲିବାକୁ ସମ୍ପୃକ୍ତ ନର୍ସ ଜଣକ ଲାଞ୍ଚ ମାଗିଥିବା ଅଭିଯୋଗ ହୋଇଥିଲା। ଲାଞ୍ଚ ମାଗିବା ବେଳର ଭିଜୁଆଲ ସୋଶାଲ୍‌ ମିଡିଆରେ ଭାଇରାଲ ହୋଇଥିଲା।

ଏହାପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଏହାଛଡ଼ା ପ୍ରସୂତିଙ୍କ ପରିବାର ପକ୍ଷରୁ ଥାନାରେ ମଧ୍ୟ ଅଭିଯୋଗ ହୋଇଥିଲା।

Advertisment

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ