Advertisment

ଓଡ଼ିଆ ଅଭିନେତା ଶ୍ରୀତମ ଦାସଙ୍କୁ କରୋନା

ଭୁବନେଶ୍ୱର: ଓଡ଼ିଆ ଅଭିନେତା ଶ୍ରୀତମ ଦାସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସୋସିଆଲ୍‌ ମିଡିଆରେ ସେ ନିଜେ ଏହି ସୂଚନା ଦେଇଛନ୍ତି। କରୋନାରେ ସଂକ୍ରମିତ ହୋଇଥିବାରୁ ସେ ଏବେ ହୋମ୍‌ ଆଇସୋଲେସନରେ ଅଛନ୍ତି। ସମସ୍ତେ ସତର୍କ ରହିବା ସହ କିଛି ଦିନ ମଧ୍ୟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ‌ଆସିଛନ୍ତି ସେମାନେ କରୋନା ଟେଷ୍ଟ କରାଇ ନିଅନ୍ତୁ ବୋଲି ଶ୍ରୀତମ କହିଛନ୍ତି। ବର୍ତ୍ତମାନ ପାଇଁ ସେ ଶୁଟିଂ କାର୍ଯ୍ୟ ବନ୍ଦ ରଖିବା ସହ କୌଣସି ସାମାଜିକ ସମାବେଶରେ ଯୋଗଦେବେ ନାହିଁ […]

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ଓଡ଼ିଆ ଅଭିନେତା ଶ୍ରୀତମ ଦାସଙ୍କୁ କରୋନା

sritam das

ଭୁବନେଶ୍ୱର: ଓଡ଼ିଆ ଅଭିନେତା ଶ୍ରୀତମ ଦାସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସୋସିଆଲ୍‌ ମିଡିଆରେ ସେ ନିଜେ ଏହି ସୂଚନା ଦେଇଛନ୍ତି।

Advertisment

କରୋନାରେ ସଂକ୍ରମିତ ହୋଇଥିବାରୁ ସେ ଏବେ ହୋମ୍‌ ଆଇସୋଲେସନରେ ଅଛନ୍ତି। ସମସ୍ତେ ସତର୍କ ରହିବା ସହ କିଛି ଦିନ ମଧ୍ୟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ‌ଆସିଛନ୍ତି ସେମାନେ କରୋନା ଟେଷ୍ଟ କରାଇ ନିଅନ୍ତୁ ବୋଲି ଶ୍ରୀତମ କହିଛନ୍ତି।

ବର୍ତ୍ତମାନ ପାଇଁ ସେ ଶୁଟିଂ କାର୍ଯ୍ୟ ବନ୍ଦ ରଖିବା ସହ କୌଣସି ସାମାଜିକ ସମାବେଶରେ ଯୋଗଦେବେ ନାହିଁ ବୋଲି ସେ କହିଛନ୍ତି।

Advertisment

publive-image

Advertisment
Advertisment