odia-film
Advertisment
ସମ୍ବଲପୁର: ବରିଷ୍ଠ ଓଡିଆ ଫିଲ୍ମ ପ୍ରଯୋଜକ ତୋଫାନ ତ୍ରିପାଠୀଙ୍କ ଗତକାଲି ସମ୍ବଲପୁରରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। କିଛିଦିନ ହେଲା ସେ ଅସୁସ୍ଥ ଥିଲେ।
Advertisment
ସ୍ୱର୍ଗତ ତୋଫାନ ତ୍ରିପାଠୀ ଓଡିଆ ଚଳଚ୍ଚିତ୍ର ‘ସାଧନା’ ଓ ‘ଅଶାନ୍ତଗ୍ରହ’ର ପ୍ରଯୋଜକ ଥିଲେ। ୧୯୬୩ ମସିହାରେ ମୁକ୍ତିଲାଭ କରିଥିବା ‘ସାଧନା’ ଚଳଚ୍ଚିତ୍ର ଆଞ୍ଚଳିକ ଫିଲ୍ମଭାବେ ଜାତୀୟ ପୁରସ୍କାର ପାଇଥିଲା।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/odia-film_1625275203.jpg)