Advertisment

ଓଡିଆ ଫିଲ୍ମ ପ୍ରଯୋଜକ ତୋଫାନ ତ୍ରିପାଠୀଙ୍କ ପରଲୋକ

ସମ୍ବଲପୁର: ବରିଷ୍ଠ ଓଡିଆ ଫିଲ୍ମ ପ୍ରଯୋଜକ ତୋଫାନ ତ୍ରିପାଠୀଙ୍କ ଗତକାଲି ସମ୍ବଲପୁରରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। କିଛିଦିନ ହେଲା ସେ ଅସୁସ୍ଥ ଥିଲେ। ସ୍ୱର୍ଗତ ତୋଫାନ ତ୍ରିପାଠୀ ଓଡିଆ ଚଳଚ୍ଚିତ୍ର ‘ସାଧନା’ ଓ ‘ଅଶାନ୍ତଗ୍ରହ’ର ପ୍ରଯୋଜକ ଥିଲେ। ୧୯୬୩ ମସିହାରେ ମୁକ୍ତିଲାଭ କରିଥିବା ‘ସାଧନା’ ଚଳଚ୍ଚିତ୍ର ଆଞ୍ଚଳିକ ଫିଲ୍ମଭାବେ ଜାତୀୟ ପୁରସ୍କାର ପାଇଥିଲା।

ଓଡିଆ ଫିଲ୍ମ ପ୍ରଯୋଜକ ତୋଫାନ ତ୍ରିପାଠୀଙ୍କ ପରଲୋକ

odia-film

Advertisment

ସମ୍ବଲପୁର: ବରିଷ୍ଠ ଓଡିଆ ଫିଲ୍ମ ପ୍ରଯୋଜକ ତୋଫାନ ତ୍ରିପାଠୀଙ୍କ ଗତକାଲି ସମ୍ବଲପୁରରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। କିଛିଦିନ ହେଲା ସେ ଅସୁସ୍ଥ ଥିଲେ।

Advertisment

ସ୍ୱର୍ଗତ ତୋଫାନ ତ୍ରିପାଠୀ ଓଡିଆ ଚଳଚ୍ଚିତ୍ର ‘ସାଧନା’ ଓ ‘ଅଶାନ୍ତଗ୍ରହ’ର ପ୍ରଯୋଜକ ଥିଲେ। ୧୯୬୩ ମସିହାରେ ମୁକ୍ତିଲାଭ କରିଥିବା ‘ସାଧନା’ ଚଳଚ୍ଚିତ୍ର ଆଞ୍ଚଳିକ ଫିଲ୍ମଭାବେ ଜାତୀୟ ପୁରସ୍କାର ପାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ