Advertisment

ବଦ୍ରିନାଥରେ ଫସିଛନ୍ତି ଓଡ଼ିଆ ତୀର୍ଥଯାତ୍ରୀ

ଭୁବନେଶ୍ୱର: ଉତ୍ତରାଖଣ୍ଡରେ ପ୍ରବଳ ତୁଷାରପାତ ଯୋଗୁଁ ବଦ୍ରିନାଥରେ ଓଡ଼ିଆ ତୀର୍ଥଯାତ୍ରୀ ଫସି ରହିଛନ୍ତି। ତୀର୍ଥଯାତ୍ରୀମାନେ ପ୍ରବଳ ତୁଷାରପାତ ଯୋଗୁଁ ଆସି ନ ପାରି ଅଧା ବାଟରେ ଏକ ଧର୍ମଶାଳାରେ ଆଶ୍ରୟ ନେଇଥିବା ସୂଚନା ମିଳିଛି। ଏହି ସମସ୍ତ ତୀର୍ଥଯାତ୍ରୀ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅଞ୍ଚଳର ବୋଲି ଜଣାପଡ଼ିଛି। ଗତ ୨୬ ତାରିଖରେ ପ୍ରାୟ ୪୨ ଜଣ ତୀର୍ଥଯାତ୍ରୀ ଉତ୍ତରାଖଣ୍ଡର ପ୍ରସିଦ୍ଧ ବଦ୍ରିନାଥ ଧାମ ଆସିଥିଲେ। କିନ୍ତୁ ଦର୍ଶନ ସାରି ଗତକାଲି ଫେରିବା ବେଳେ ପ୍ରବଳ ତୁଷାରପାତ ଯୋଗୁଁ ରାସ୍ତା ଜାମ୍ […]

ବଦ୍ରିନାଥରେ ଫସିଛନ୍ତି ଓଡ଼ିଆ ତୀର୍ଥଯାତ୍ରୀ

badrinath

Advertisment

ଭୁବନେଶ୍ୱର: ଉତ୍ତରାଖଣ୍ଡରେ ପ୍ରବଳ ତୁଷାରପାତ ଯୋଗୁଁ ବଦ୍ରିନାଥରେ ଓଡ଼ିଆ ତୀର୍ଥଯାତ୍ରୀ ଫସି ରହିଛନ୍ତି। ତୀର୍ଥଯାତ୍ରୀମାନେ ପ୍ରବଳ ତୁଷାରପାତ ଯୋଗୁଁ ଆସି ନ ପାରି ଅଧା ବାଟରେ ଏକ ଧର୍ମଶାଳାରେ ଆଶ୍ରୟ ନେଇଥିବା ସୂଚନା ମିଳିଛି।

Advertisment

publive-image

ଏହି ସମସ୍ତ ତୀର୍ଥଯାତ୍ରୀ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅଞ୍ଚଳର ବୋଲି ଜଣାପଡ଼ିଛି। ଗତ ୨୬ ତାରିଖରେ ପ୍ରାୟ ୪୨ ଜଣ ତୀର୍ଥଯାତ୍ରୀ ଉତ୍ତରାଖଣ୍ଡର ପ୍ରସିଦ୍ଧ ବଦ୍ରିନାଥ ଧାମ ଆସିଥିଲେ।

publive-image

କିନ୍ତୁ ଦର୍ଶନ ସାରି ଗତକାଲି ଫେରିବା ବେଳେ ପ୍ରବଳ ତୁଷାରପାତ ଯୋଗୁଁ ରାସ୍ତା ଜାମ୍ ହୋଇଯାଇଥିଲା। ଫଳରେ ସେଠାରୁ ଓଡ଼ିଶା ଫେରି ନ ପାରି ତୀର୍ଥଯାତ୍ରୀମାନେ ଫସି ରହିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ