Advertisment

ଲଘୁଚାପ ନେବ ଅବପାତ ରୂପ, ଓଡ଼ିଶାର ଏକାଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଭାରତ ମହାସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏହା ଅବପାତ ରୂପ ନେବ। A LOW PRESSURE AREA HAS FORMED OVER EQUATORIAL INDIAN OCEAN AND ADJOINING CENTRAL PARTS OF SOUTH BOB IN THE MORNING OF TODAY, THE 21ST NOVEMBER. pic.twitter.com/UggjGPKWOt — Meteorological Centre, Bhubaneswar (@mcbbsr) November 21, 2020 ଏହାର […]

ଅଦ୍ୟତନ ହୋଇଛି
ଲଘୁଚାପ ନେବ ଅବପାତ ରୂପ, ଓଡ଼ିଶାର ଏକାଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

low-pressure

Advertisment

ଭୁବନେଶ୍ୱର: ଭାରତ ମହାସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏହା ଅବପାତ ରୂପ ନେବ।

Advertisment

https://twitter.com/mcbbsr/status/1330062717676351491?s=20

ଏହାର ୪୮ ଘଣ୍ଟାରେ ଅଧିକ ଘନିଭୂତ ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ୨୫ ବେଳକୁ ପଶ୍ଚିମ-ଉତ୍ତରକୁ ଗତି କରି ତାମିଲନାଡୁ ଓ ପୁଡୁଚେରୀ ଛୁଇଁବା ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଉତ୍ତର, ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା, ଉତ୍ତର ଉପକୂଳରେ ବର୍ଷା ହୋଇପାରେ। ୨୪ ପର୍ଯ୍ୟନ୍ତ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଏକାଧିକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ