Advertisment

Millet Day: ଦେଶର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ପାଳୁଛି ମାଣ୍ଡିଆ ଦିବସ

ଆଜି ମାଣ୍ଡିଆ ଦିବସ। ପ୍ରତିବର୍ଷ ନଭେମ୍ବର ୧୦ରେ ପାଳନ ହେଉଛି ମାଣ୍ଡିଆ ଦିବସ। ଦେଶର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ପାଳୁଛି ମାଣ୍ଡିଆ ଦିବସ।

Millet Day

Millet Day Photograph: (OTV)

Advertisment

ଆଜି ମାଣ୍ଡିଆ ଦିବସ। ପ୍ରତିବର୍ଷ ନଭେମ୍ବର ୧୦ ତାରିଖକୁ ମାଣ୍ଡିଆ ଦିବସ ଭାବେ ପାଳନ କରାଯାଉଛି । ଦେଶର ପ୍ରଥମ ରାଜ୍ୟଭାବେ ଓଡ଼ିଶା ମାଣ୍ଡିଆ ଦିବସ ପାଳନ କରୁଛି। ଏହି ଅବସରରେ ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ । 
ମିଲେଟ୍ ଚାଷକୁ ପ୍ରୋତ୍ସାହିତ କରିବା ପାଇଁ ‘ମାଣ୍ଡିଆ ଦିବସ’ରେ ଯୋଗଦେବା ସହିତ ଚାଷୀଙ୍କ ସହିତ ଆଲୋଚନା ଏବଂ କ୍ଷେତ୍ର ପରିଦର୍ଶନ କରିବେ କେନ୍ଦ୍ର କୃଷି ମନ୍ତ୍ରୀ । ଏହାଛଡ଼ା ପ୍ରଧାନମନ୍ତ୍ରୀ ଧନ ଧାନ୍ୟ କୃଷି ଯୋଜନା, ଡାଲି ମିଶନ ଏବଂ ପ୍ରାକୃତିକ କୃଷି ଉପରେ ଜାତୀୟ ମିଶନର ପ୍ରଭାବଶାଳୀ କାର୍ଯ୍ୟକାରିତା ଉପରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି ।

Advertisment


•    ଆଜି ମାଣ୍ଡିଆ ଦିବସ
•    ପ୍ରତିବର୍ଷ ନଭେମ୍ବର ୧୦ରେ ପାଳନ ହେଉଛି ମାଣ୍ଡିଆ ଦିବସ
•    ଦେଶର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ପାଳୁଛି ମାଣ୍ଡିଆ ଦିବସ
•    ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ
•    ଚାଷୀଙ୍କ ସହିତ ଆଲୋଚନା ଏବଂ କ୍ଷେତ୍ର ପରିଦର୍ଶନ କାର୍ଯ୍ୟକ୍ରମ

Millets Mission
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ