/odishatv-khabar/media/post_attachments/uploadimage/library/16_9/16_9_0/cm-odisha_1626334740.jpg)
cm odisha
ଭୁବନେଶ୍ୱର: ବାତ୍ୟା କ୍ଷୟକ୍ଷତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୀକ୍ଷା କରିଛନ୍ତି। ବୈଠକରେ ବାତ୍ୟା ପ୍ରଭାବିତଙ୍କୁ ୭ ଦିନ ରିଲିଫ୍ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା କରିଛନ୍ତି। ୧୨୮ଟି ପ୍ରଭାବିତ ଗାଁଲୋକଙ୍କୁ ୭ ଦିନ ଯାଏଁ ରିଲିଫ୍ ମିଳିବ। କ୍ଷତିଗ୍ରସ୍ତ ହୋଇଥିବା ମୁଖ୍ୟରାସ୍ତାକୁ ୨୪ ଘଣ୍ଟା ମଧ୍ୟରେ ମରାମତି ନିର୍ଦ୍ଦେଶ ଦିଆଯାଇଛି। ୨୪ ଘଣ୍ଟା ମଧ୍ୟରେ ୮୦% ବିଦ୍ୟୁତ୍ ଯୋଗାଣ ସ୍ୱାଭାବିକ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା ମୁକାବିଲା ଲାଗି ପ୍ରଶାସକ, ପଞ୍ଚାୟତ ପ୍ରତିନିଧିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପୋଲିସ ଓ ସ୍ୱାସ୍ଥ୍ୟ କର୍ମୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)