Advertisment

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ପାଇଁ ପ୍ରସ୍ତାବ

ଭୁବନେଶ୍ୱର: ଓଡ଼ିଶାରେ ଦ୍ୱିତୀୟ ଏମ୍ସ ପାଇଁ ପ୍ରସ୍ତାବ। ଏନେଇ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୁଷଣଙ୍କୁ ଚିଠି ଲେଖିଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରେ ଏମ୍ସ ପ୍ରତିଷ୍ଠା ପାଇଁ ଚିଠିରେ ଉଲ୍ଲେଖ କରାଯାଇଛି। ସୁନ୍ଦରଗଡ଼ରେ ଏମ୍ସ ପାଇଁ ଭିତ୍ତିଭୂମି ଥିବା ଜଣାଇଛନ୍ତି। ବିହାର ଭଳି ଓଡ଼ିଶାରେ ଦ୍ୱିତୀୟ ଏମ୍ସ ପାଇଁ ଅନୁମତି ପ୍ରସ୍ତାବ ଦିଆଯାଇଛି। ଅନ୍ୟ ରାଜ୍ୟ ପାଇଁ ୨ୟ ଏମ୍ସ ପ୍ରସ୍ତାବ ବିଚାରାଧୀନ ରହିଛି। ତେଣୁ ସ୍ୱାସ୍ଥ୍ୟସେବା ଆବଶ୍ୟକତା ଦୃଷ୍ଟିରୁ ଓଡ଼ିଶା […]

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ପାଇଁ ପ୍ରସ୍ତାବ

aiiims

Advertisment

ଭୁବନେଶ୍ୱର: ଓଡ଼ିଶାରେ ଦ୍ୱିତୀୟ ଏମ୍ସ ପାଇଁ ପ୍ରସ୍ତାବ। ଏନେଇ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୁଷଣଙ୍କୁ ଚିଠି ଲେଖିଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରେ ଏମ୍ସ ପ୍ରତିଷ୍ଠା ପାଇଁ ଚିଠିରେ ଉଲ୍ଲେଖ କରାଯାଇଛି। ସୁନ୍ଦରଗଡ଼ରେ ଏମ୍ସ ପାଇଁ ଭିତ୍ତିଭୂମି ଥିବା ଜଣାଇଛନ୍ତି।

Advertisment

ବିହାର ଭଳି ଓଡ଼ିଶାରେ ଦ୍ୱିତୀୟ ଏମ୍ସ ପାଇଁ ଅନୁମତି ପ୍ରସ୍ତାବ ଦିଆଯାଇଛି। ଅନ୍ୟ ରାଜ୍ୟ ପାଇଁ ୨ୟ ଏମ୍ସ ପ୍ରସ୍ତାବ ବିଚାରାଧୀନ ରହିଛି। ତେଣୁ ସ୍ୱାସ୍ଥ୍ୟସେବା ଆବଶ୍ୟକତା ଦୃଷ୍ଟିରୁ ଓଡ଼ିଶା କଥା ବିଚାର ହେଉ ବୋଲି ଚିଠିରେ ଉଲ୍ଲେଖ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ