ଅଦ୍ୟତନ ହୋଇଛି
exam
Advertisment
ଭୁବନେଶ୍ୱର: କରୋନା ପାଇଁ ଘୁଞ୍ଚିଲା ଓଡ଼ିଶା ସିଭିଲ ସର୍ଭିସ ମେନ୍ ଲିଖିତ ପରୀକ୍ଷା(Main Written Test)।
Advertisment
ସେପ୍ଟେମ୍ବର ବଦଳରେ ନଭେମ୍ବରରେ ହେବ ପରୀକ୍ଷା। ସରକାରଙ୍କ ଗାଇଡଲାଇନ ଦେଖି ପରୀକ୍ଷା ତାରିଖ ସ୍ଥିର କରାଯିବ ବୋଲି Odisha Public Service Commission(OPSC) ପକ୍ଷରୁ କୁହାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/exam_1625385168.jpg)