Advertisment

Odisha CM Flags Off 250 New Ambulances: ରାଜ୍ୟରେ ଗଡ଼ିଲା ୨୫୦ ନୂଆ ଆମ୍ବୁଲାନ୍ସ, ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟରେ ଗଡ଼ିଲା ୨୫୦ ନୂଆ ଆମ୍ବୁଲାନ୍ସ। ରାଜ୍ୟର ଜରୁରୀକାଳୀନ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅଧିକ ୨୫୦ଟି ନୂଆ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି।

250 Ambulance

250 Ambulance Photograph: (OTV)

Advertisment

୨୫୦ ନୂଆ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ। ରାଜ୍ୟର ଜରୁରୀକାଳୀନ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅଧିକ ୨୫୦ଟି ନୂଆ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି। ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଏହି ଲୋକାର୍ପଣ କରିଛନ୍ତି । 

Advertisment

ରାଜ୍ୟ ସରକାର ଜରୁରୀକାଳୀନ ଆମ୍ବୁଲାନ୍ସ ସେବାରେ ୪୨୮ଟି ନୂଆ ଆମ୍ବୁଲାନ୍ସ ଯୋଡ଼ିବା ପାଇଁ ନିଷ୍ପତ୍ତି କରିଥିଲେ। ପ୍ରଥମ ପର୍ଯ୍ୟାୟରେ ୧୫୦ଟି ଆମ୍ବୁଲାନ୍ସ ଲୋକାର୍ପିତ ହୋଇଥିଲା । ଆଜି ଦ୍ୱିତୀୟ ପର୍ଯ୍ୟାୟରେ ଅଧିକ ୨୫୦ଟି ଆମ୍ବୁଲାନ୍ସ ଲୋକାର୍ପଣ କରାଯାଇଛି।

Chief Minister Mohan Majhi 108 Ambulance
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ