/odishatv-khabar/media/media_files/2026/02/23/cm-discloses-active-maoist-2026-02-23-16-47-24.jpg)
ରାଜ୍ୟରେ ୪୦ ଜଣ ସକ୍ରିୟ ମାଓବାଦୀ ଅଛନ୍ତି Photograph: (OTV)
ରାଜ୍ୟରେ ୪୦ ଜଣ ସକ୍ରିୟ ମାଓବାଦୀ ଅଛନ୍ତି। ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି। କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର ଓ ବରଗଡ଼ରେ ସକ୍ରିୟ ଅଛନ୍ତି ମାଓବାଦୀ। ଏହି ୬ ଜିଲ୍ଲାର କିଛି ଅଞ୍ଚଳରେ ଛୋଟ ଦଳ ହୋଇ କାର୍ଯ୍ୟ କରୁଛନ୍ତି।
Advertisment
୫ ବର୍ଷରେ ୪୮ ମାଓବାଦୀ ନିହତ ହେବା ସହ ୭୮ ମାଓବାଦୀ ଗିରଫ ହୋଇଛନ୍ତି। ୮୨ ମାଓବାଦୀ ଆତ୍ମସମର୍ପଣ କରିଥିବା ତଥ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ। ୨୦୨୫ ମସିହାରେ ୨୫ ମାଓ କ୍ୟାଡରଙ୍କୁ ନିପାତ କରାଯାଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
- ରାଜ୍ୟରେ ୪୦ ଜଣ ସକ୍ରିୟ ମାଓବାଦୀ ଅଛନ୍ତି
- ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୂଚନା
- କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର ଓ ବରଗଡ଼ରେ ସକ୍ରିୟ
- ଏହି ୬ ଜିଲ୍ଲାର କିଛି ଅଞ୍ଚଳରେ ଛୋଟ ଦଳ ହୋଇ କାର୍ଯ୍ୟ କରୁଛନ୍ତି
- ୫ ବର୍ଷରେ ୪୮ ମାଓବାଦୀ ନିହତ, ୭୮ ମାଓବାଦୀ ଗିରଫ
- ୮୨ ମାଓବାଦୀ ଆତ୍ମସମର୍ପଣ କରିଥିବା ତଥ୍ୟ ରଖିଲେ ମୁଖ୍ୟମନ୍ତ୍ରୀ
- ୨୦୨୫ ମସିହାରେ ୨୫ ମାଓ କ୍ୟାଡରଙ୍କୁ ନିପାତ କରାଯାଇଛି: ମୁଖ୍ୟମନ୍ତ୍ରୀ
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)