Advertisment

CM Discloses Active Maoist: ରାଜ୍ୟରେ ୪୦ ଜଣ ସକ୍ରିୟ ମାଓବାଦୀ ଅଛନ୍ତି; ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା

ରାଜ୍ୟରେ ୪୦ ଜଣ ସକ୍ରିୟ ମାଓବାଦୀ ଅଛନ୍ତି। ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୂଚନା। କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର ଓ ବରଗଡ଼ରେ ସକ୍ରିୟ। ଏହି ୬ ଜିଲ୍ଲାର କିଛି ଅଞ୍ଚଳରେ ଛୋଟ ଦଳ ହୋଇ କାର୍ଯ୍ୟ କରୁଛନ୍ତି। ୫ ବର୍ଷରେ ୪୮ ମାଓବାଦୀ ନିହତ, ୭୮ ମାଓବାଦୀ ଗିରଫ।

CM Discloses Active Maoist

ରାଜ୍ୟରେ ୪୦ ଜଣ ସକ୍ରିୟ ମାଓବାଦୀ ଅଛନ୍ତି Photograph: (OTV)

Advertisment

ରାଜ୍ୟରେ ୪୦ ଜଣ ସକ୍ରିୟ ମାଓବାଦୀ ଅଛନ୍ତି। ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି। କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର ଓ ବରଗଡ଼ରେ ସକ୍ରିୟ ଅଛନ୍ତି ମାଓବାଦୀ। ଏହି ୬ ଜିଲ୍ଲାର କିଛି ଅଞ୍ଚଳରେ ଛୋଟ ଦଳ ହୋଇ କାର୍ଯ୍ୟ କରୁଛନ୍ତି। 

Advertisment

୫ ବର୍ଷରେ ୪୮ ମାଓବାଦୀ ନିହତ ହେବା ସହ ୭୮ ମାଓବାଦୀ ଗିରଫ ହୋଇଛନ୍ତି। ୮୨ ମାଓବାଦୀ ଆତ୍ମସମର୍ପଣ କରିଥିବା ତଥ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ। ୨୦୨୫ ମସିହାରେ ୨୫ ମାଓ କ୍ୟାଡରଙ୍କୁ ନିପାତ କରାଯାଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

  • ରାଜ୍ୟରେ ୪୦ ଜଣ ସକ୍ରିୟ ମାଓବାଦୀ ଅଛନ୍ତି
  • ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୂଚନା
  • କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର ଓ ବରଗଡ଼ରେ ସକ୍ରିୟ
  • ଏହି ୬ ଜିଲ୍ଲାର କିଛି ଅଞ୍ଚଳରେ ଛୋଟ ଦଳ ହୋଇ କାର୍ଯ୍ୟ କରୁଛନ୍ତି
  • ୫ ବର୍ଷରେ ୪୮ ମାଓବାଦୀ ନିହତ, ୭୮ ମାଓବାଦୀ ଗିରଫ
  • ୮୨ ମାଓବାଦୀ ଆତ୍ମସମର୍ପଣ କରିଥିବା ତଥ୍ୟ ରଖିଲେ ମୁଖ୍ୟମନ୍ତ୍ରୀ
  • ୨୦୨୫ ମସିହାରେ ୨୫ ମାଓ କ୍ୟାଡରଙ୍କୁ ନିପାତ କରାଯାଇଛି: ମୁଖ୍ୟମନ୍ତ୍ରୀ
Advertisment
Odisha Maoists Odisha Maoist Surrender Odisha News
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ