Advertisment

NEET ଓ JEE ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର: NEET ଓ JEE ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷାକୁ ଘୁଞ୍ଚାଇବାକୁ କେନ୍ଦ୍ରମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ନବୀନ। କରୋନା ଯୋଗୁ ପରୀକ୍ଷା କେନ୍ଦ୍ର ଯାଇ ପରୀକ୍ଷା ଦେବା ନିରାପଦ ନୁହେଁ, ବିଭିନ୍ନ ସ୍ଥାନରେ ସଟ୍ ଡାଉନ୍ ଓ ଲକ୍ ଡାଉନ୍ ମଧ୍ୟ ଯାତାୟାତରେ ସମସ୍ୟା କରିବ ବୋଲି ନବୀନ ଚିଠିରେ ଉଲ୍ଲେଖ କରିଛନ୍ତି। ଏଥିସହିତ ଓଡ଼ିଶାର […]

NEET ଓ JEE ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

cm-naveen

Advertisment

ଭୁବନେଶ୍ୱର: NEET ଓ JEE ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷାକୁ ଘୁଞ୍ଚାଇବାକୁ କେନ୍ଦ୍ରମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ନବୀନ।

Advertisment

କରୋନା ଯୋଗୁ ପରୀକ୍ଷା କେନ୍ଦ୍ର ଯାଇ ପରୀକ୍ଷା ଦେବା ନିରାପଦ ନୁହେଁ, ବିଭିନ୍ନ ସ୍ଥାନରେ ସଟ୍ ଡାଉନ୍ ଓ ଲକ୍ ଡାଉନ୍ ମଧ୍ୟ ଯାତାୟାତରେ ସମସ୍ୟା କରିବ ବୋଲି ନବୀନ ଚିଠିରେ ଉଲ୍ଲେଖ କରିଛନ୍ତି। ଏଥିସହିତ ଓଡ଼ିଶାର ଆଦିବାସୀ ଅଞ୍ଚଳର ପିଲାଙ୍କ ଲାଗି ପରୀକ୍ଷା ଦେବାରେ ସମସ୍ୟା ହେବ। ଦୁର୍ଗମ ଅଞ୍ଚଳରୁ ଯାଇ ଦୂରରେ ପରୀକ୍ଷା ଦେବା ଅସୁବିଧା ହେବ ବୋଲି କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖି ଜଣାଇନ୍ତି ନବୀନ।

ତା ସହିତ ଓଡ଼ିଶାର ସମସ୍ତ ୩୦ ଜିଲ୍ଲାରେ କେନ୍ଦ୍ର କରିବାକୁ ମଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ୩୦ ଜିଲ୍ଲାରେ କେନ୍ଦ୍ର ହେଲେ ପିଲା ୨/୩ ଘଣ୍ଟାରେ ଯାଇ ଫେରି ଆସିପାରିବେ ବୋଲି ନବୀନ ଚିଠିରେ ଦର୍ଶାଇଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ