Advertisment

No Forced Fine Payment: ବଦଳିକା ନିୟମ; ସମସ୍ତ ଚାଲାଣ ଭରିବାକୁ ବାଧ୍ୟ କରିପାରିବେ ନାହିଁ ସରକାର

PUCC ନ ଥିଲେ ପେଟ୍ରୋଲ୍ ମିଳିବନି ନିର୍ଦ୍ଦେଶ ପ୍ରତ୍ୟାହୃତ। ଏନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କଲେ ସରକାର। ପେଟ୍ରୋଲ ପମ୍ପ୍ ଗୁଡ଼ିକ କେବଳ PUCC ପାଇଁ କହିପାରିବେ। ସମସ୍ତ ଚାଲାଣ ଭରିବାକୁ ବାଧ୍ୟ କରିପାରିବେ ନାହିଁ ସରକାର।

author-image
Pramod Behera
No Forced Fine Payment

ବଦଳିକା ନିୟମ Photograph: (OTV)

PUCC ନ ଥିଲେ ପେଟ୍ରୋଲ ମନା ନିର୍ଦ୍ଦେଶ ପ୍ରତ୍ୟାହୃତ। ଏନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କଲେ ରାଜ୍ୟ ସରକାର। ପେଟ୍ରୋଲ ପମ୍ପ୍ ଗୁଡ଼ିକ କେବଳ PUCC ପାଇଁ କହିପାରିବେ। ସମସ୍ତ ଚାଲାଣ ଭରିବାକୁ ବାଧ୍ୟ କରିପାରିବେ ନାହିଁ ସରକାର। ଏନେଇ ବାହାନ ପୋର୍ଟାଲରେ ସଂଶୋଧନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପୋର୍ଟାଲରେ ସଂଶୋଧନ ନେଇ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ରହିଛି। 

Advertisment


ବାହନ ପୋର୍ଟାଲରେ କୌଣସି ଚାଳକ ଯେପରି ଅସୁବିଧାର ସମ୍ମୁଖୀନ ନହୁଅନ୍ତି ତାହା ଉପରେ ପଦକ୍ଷେପ ନେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ସ୍ୱତନ୍ତ୍ର ବିଜ୍ଞପ୍ତି ଜାରି କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ଗୋଟିଏ ସପ୍ତାହ ପାରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି ହାଇକୋର୍ଟ।

PUCC Traffic Rules Odisha News
Advertisment
Advertisment