/odishatv-khabar/media/media_files/2025/10/25/recruitment-2025-10-25-09-49-42.jpg)
Recruitment Photograph: (OTV)
ପୂରଣ ହେବ ରାଜ୍ୟରେ ଖାଲି ପଡ଼ିଥିବା ୪୨୧୯ କନଷ୍ଟେବଲ ପଦବୀ। ୪୨୧୯ ପୋଲିସ କନଷ୍ଟେବଲ ପଦବୀ ପାଇଁ ସିଧାସଳଖ ନିଯୁକ୍ତ କରାଯିବ ପ୍ରାର୍ଥୀଙ୍କୁ। ଏନେଇ ରାଜ୍ୟ ପୋଲିସ ମୁଖ୍ୟାଳୟର ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ରାଜ୍ୟ ସରକାର। ଏ ସଂପର୍କରେ ପୋଲିସ ଡିଜିଙ୍କୁ ଚିଠି ଲେଖି ଜଣାଇଛି ଗୃହ ବିଭାଗ। ଆବଶ୍ୟକ ନିୟମାବଳୀ ପାଳନ କରି ସିଧା ନିଯୁକ୍ତି ଦିଆଯିବ ବୋଲି ଚିଠିରେ ଦର୍ଶାଯାଇଛି।
Advertisment
ଅଧିକ ଦେଖନ୍ତୁ:
• ସିଧା ନିଯୁକ୍ତ ହେବେ କନେଷ୍ଟବଳ
• ପୂରଣ ହେବ ରାଜ୍ୟରେ ଖାଲି ପଡ଼ିଥିବା ୪୨୧୯ କନେଷ୍ଟବଳ ପଦବୀ
• ସିଧାସଳଖ ନିଯୁକ୍ତ ହେବେ ୪୨୧୯ ପୋଲିସ କନେଷ୍ଟବଳ
• ଏନେଇ ରାଜ୍ୟ ପୋଲିସ ମୁଖ୍ୟାଳୟର ପ୍ରସ୍ତାବକୁ ସରକାରଙ୍କ ଅନୁମୋଦନ
• ପୋଲିସ ଡିଜିଙ୍କୁ ଚିଠି ଲେଖି ଜଣାଇଲା ଗୃହ ବିଭାଗ
• ଆବଶ୍ୟକ ନିୟମାବଳୀ ପାଳନ କରି ସିଧା ନିଯୁକ୍ତି ଦିଆଯିବ
Advertisment
Related Articles
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)