Advertisment

Odisha Govt Bans Gutkha Sale: ଗୁଟଖା କିଣାବିକା ନିଷେଦ୍ଧ, ଆଉ ବଜାରରେ ମିଳିବନି ମାଦକ ଦ୍ରବ୍ୟ

ମାଦକ ଦ୍ରବ୍ୟ କିଣାବିକା ନେଇ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ଗୁଟଖା କ୍ରୟ ବିକ୍ରୟ ଉପରେ ପ୍ରତିବନ୍ଧକ ଲଗାଇଲେ ରାଜ୍ୟ ସରକାର। ପାନ ମସଲା, ଜର୍ଦ୍ଦା, ଖଇନି, ଗୁଟଖା, ତମ୍ବାକୁ କିଣାବିକାରେ କଟକଣା।

Tobacco Ban

Tobacco Ban Photograph: (OTV)

Advertisment

ମାଦକ ଦ୍ରବ୍ୟ କିଣାବିକା ନେଇ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ଗୁଟଖା କ୍ରୟ ବିକ୍ରୟ ଉପରେ ପ୍ରତିବନ୍ଧକ ଲଗାଇଲେ ରାଜ୍ୟ ସରକାର। ପାନ ମସଲା, ଜର୍ଦ୍ଦା, ଖଇନି, ଗୁଟଖା, ତମ୍ବାକୁ କିଣାବିକାରେ କଟକଣା। ନିକୋଟିନ୍ ଯୁକ୍ତ ସମସ୍ତ ପ୍ରକାର ଖାଦ୍ୟ ପଦାର୍ଥର ଉତ୍ପାଦନ, ପ୍ରସ୍ତୁତି, ପ୍ୟାକେଜିଂ, ସଞ୍ଚୟ, ପରିବହନ, ବାଣିଜ୍ୟ ଓ ବିକ୍ରୟ ଉପରେ କଟକଣା ଲଗାଯାଇଇଛି। 

Advertisment

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଓ FSSAIଙ୍କ ଗାଇଡଲାଇନ୍ ଅନୁସାରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ତମ୍ବାକୁ ଓ ନିକୋଟିନ୍ ଯୁକ୍ତ ପଦାର୍ଥ ଗୁରୁତର ରୋଗ ସୃଷ୍ଟି କରୁଥିବାରୁ ସାର୍ବଜନୀନ ସ୍ୱାସ୍ଥ୍ୟ ହିତରେ ମାଦକ ଦ୍ରବ୍ୟ କିଣାବିକାରେ କଟକଣା ଲଗାଯାଇଛି। ସାଧାରଣ ଲୋକଙ୍କୁ ନିୟମ ପାଳନ କରିବାକୁ ରାଜ୍ୟ ସରକାରଙ୍କ ଆହ୍ୱାନ କରିଛନ୍ତି।

ଗୁଟଖା କିଣାବିକାରେ ପ୍ରତିବନ୍ଧକ
ମାଦକ ଦ୍ରବ୍ୟ କିଣାବିକା ନେଇ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ
ଗୁଟଖା କ୍ରୟ ବିକ୍ରୟ ଉପରେ ପ୍ରତିବନ୍ଧକ ଲଗାଇଲେ ରାଜ୍ୟ ସରକାର
ପାନ ମସଲା, ଜର୍ଦ୍ଦା, ଖଇନି, ଗୁଟଖା, ତମ୍ବାକୁ କିଣାବିକାରେ କଟକଣା
ନିକୋଟିନ୍ ଯୁକ୍ତ ସମସ୍ତ ପ୍ରକାର ଖାଦ୍ୟ ପଦାର୍ଥର ଉତ୍ପାଦନ, ପ୍ରସ୍ତୁତି ଉପରେ ରୋକ
ମାଦକ ଦ୍ରବ୍ୟର ପ୍ୟାକେଜିଂ, ସଞ୍ଚୟ, ପରିବହନ, ବାଣିଜ୍ୟ ଓ ବିକ୍ରୟ ଉପରେ ପ୍ରତିବନ୍ଧକ
ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଓ FSSAIଙ୍କ ଗାଇଡଲାଇନ୍ ଅନୁସାରେ ପଦକ୍ଷେପ ଗ୍ରହଣ 
ତମ୍ବାକୁ ଓ ନିକୋଟିନ୍ ଯୁକ୍ତ ପଦାର୍ଥ ଗୁରୁତର ରୋଗ ସୃଷ୍ଟି କରୁଥିବାରୁ ପଦକ୍ଷେପ
ସାର୍ବଜନୀନ ସ୍ୱାସ୍ଥ୍ୟ ହିତରେ ମାଦକ ଦ୍ରବ୍ୟ କିଣାବିକାରେ କଟକଣା ଲଗାଇଥିବା ସୂଚନା
ସାଧାରଣ ଲୋକଙ୍କୁ ନିୟମ ପାଳନ କରିବାକୁ ରାଜ୍ୟ ସରକାରଙ୍କ ଆହ୍ୱାନ 

Advertisment
Odisha Government Ban On Tobacco
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ