Advertisment

7 Odisha Districts Get Odia-Aligned English Names: ବଦଳିବ ୭ ଜିଲ୍ଲାର ଇଂରାଜୀ ନାଁ, ୨୪ ସ୍ଥାନର ଇଂରାଜୀ ସ୍ଥାନ ସଂଶୋଧନ ହେବ

୭ ଜିଲ୍ଲାର ଇଂରାଜୀ ନାଁ ବଦଳିବ। ରାଜ୍ୟର ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ସରକାର। ମୋଟ୍ ୧୧ ଜିଲ୍ଲାର ୨୪ଟି ସ୍ଥାନର ଇଂରାଜୀ ନାମ ମଧ୍ୟ ସଂଶୋଧନ ହେବ।

7 District Names

7 District Names Photograph: (OTV)

Advertisment

୭ ଜିଲ୍ଲାର ଇଂରାଜୀ ନାଁ ବଦଳିବ। ରାଜ୍ୟର ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ସରକାର। ମୋଟ୍ ୧୧ ଜିଲ୍ଲାର ୨୪ଟି ସ୍ଥାନର ଇଂରାଜୀ ନାମ ମଧ୍ୟ ସଂଶୋଧନ ହେବ। ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି। ଏଣିକି ଓଡ଼ିଆ ନାମ ଅନୁସାରେ ରହିବ ଇଂରାଜୀ ସ୍ପେଲିଙ୍ଗ। 

Advertisment

ଖୋର୍ଦ୍ଧା ଜିଲ୍ଲାକୁ ଓଡ଼ିଆ ନାମ ଅନୁସାରେ ଖୋରଧା ଲେଖାଯିବ। ଦେବଗଡ଼ ଜିଲ୍ଲାକୁ ଆଉ ଇଂରାଜୀରେ ଦେଓଗଡ଼ ଲେଖାଯିବ ନାହିଁ। କେନ୍ଦ୍ରାପଡ଼ାକୁ କେନ୍ଦ୍ରାପରା ଓ ନୟାଗଡ଼କୁ ନୟାଗର ଲେଖାଯାଉଛି।ମହାକାଳପଡ଼ାକୁ ଆଉ ମହାକାଳପରା ଲେଖାଯିବ ନାହିଁ। ୧୫ ଦିନ ଭିତରେ ଅଭିଯୋଗ କିମ୍ୱା ଆପତ୍ତି ଥିଲେ ଜଣାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର।

Revenue Department Odisha Revenue Department Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ