Advertisment

ଘରୋଇ ସ୍କୁଲରେ ଫି ବୃଦ୍ଧିକୁ ନେଇ ଏହି ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ଭୁବନେଶ୍ୱର: ଘରୋଇ ସ୍କୁଲରେ ଫି ବୃଦ୍ଧିକୁ ନେଇ ଦେଖାଦେଇଥିବା ବିବାଦର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଫି ବୃଦ୍ଧିକୁ ନେଇ ଅଭିଭାବକ ମହାସଂଘ ହାଇକୋର୍ଟ ଯାଇଥିଲା। ଏହାର ଶୁଣାଣି କରି ଆପୋସ ସମାଧାନ ପାଇଁ କୋର୍ଟ ପରାମର୍ଶ ଦେଇଛନ୍ତି। ଗଣ ଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଅଭିଭାବକ ମହାସଂଘ, ଶିକ୍ଷକ ସଂଘ, ସ୍କୁଲ୍ କର୍ତ୍ତୃପକ୍ଷଙ୍କୁ ନେଇ ବୈଠକ ପାଇଁ ପରାମର୍ଶ ଦେବା ସହ ବୈଠକର ନିର୍ଯ୍ୟାସ ନେଇ ଅବଗତ କରାଇବାକୁ […]

author-image
Abinash Pati
ଘରୋଇ ସ୍କୁଲରେ ଫି ବୃଦ୍ଧିକୁ ନେଇ ଏହି ନିର୍ଦ୍ଦେଶ ଦେଲେ ହାଇକୋର୍ଟ

high-court

ଭୁବନେଶ୍ୱର: ଘରୋଇ ସ୍କୁଲରେ ଫି ବୃଦ୍ଧିକୁ ନେଇ ଦେଖାଦେଇଥିବା ବିବାଦର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଫି ବୃଦ୍ଧିକୁ ନେଇ ଅଭିଭାବକ ମହାସଂଘ ହାଇକୋର୍ଟ ଯାଇଥିଲା। ଏହାର ଶୁଣାଣି କରି ଆପୋସ ସମାଧାନ ପାଇଁ କୋର୍ଟ ପରାମର୍ଶ ଦେଇଛନ୍ତି। ଗଣ ଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।

Advertisment

ଅଭିଭାବକ ମହାସଂଘ, ଶିକ୍ଷକ ସଂଘ, ସ୍କୁଲ୍ କର୍ତ୍ତୃପକ୍ଷଙ୍କୁ ନେଇ ବୈଠକ ପାଇଁ ପରାମର୍ଶ ଦେବା ସହ ବୈଠକର ନିର୍ଯ୍ୟାସ ନେଇ ଅବଗତ କରାଇବାକୁ ମଧ୍ୟ କହିଛନ୍ତି ହାଇକୋର୍ଟ। ସେପଟେ ଆସନ୍ତା ସପ୍ତାହରେ ଏନେଇ ଶୁଣାଣି ହେବ ବୋଲି କହିଛନ୍ତି ହାଇକୋର୍ଟ କହିଛନ୍ତି।

Advertisment
Advertisment