Advertisment

Ratna Bhandar Counting: ରତ୍ନଭଣ୍ଡାର ଗଣତି ମଣତି ପ୍ରସଙ୍ଗ, ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ରତ୍ନଭଣ୍ଡାର ଗଣତି ମଣତି ପ୍ରସଙ୍ଗରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ। ଆସନ୍ତା ୩ ମାସ ମଧ୍ୟରେ ଗଣତି ମଣତି କାର୍ଯ୍ୟ ସମ୍ପୂର୍ଣ କରିବାକୁ ମଧ୍ୟ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ଚାବି ହଜିବା ପ୍ରସଙ୍ଗରେ ବି ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି।

Ratna Bhandar

Ratna Bhandar Photograph: (OTV)

Advertisment

ରତ୍ନଭଣ୍ଡାର ଗଣତି ମଣତି ପ୍ରସଙ୍ଗରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ। ଆସନ୍ତା ୩ ମାସ ମଧ୍ୟରେ ଗଣତି ମଣତି କାର୍ଯ୍ୟ ସମ୍ପୂର୍ଣ କରିବାକୁ ମଧ୍ୟ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ରିପୋର୍ଟ ନେଇ ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି।

Advertisment

ଆସନ୍ତା ବିଧାନସଭା ଅଧିବେଶନରେ ରିପୋର୍ଟ ଉପସ୍ଥାପନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଉଚ୍ଚ ନ୍ୟାୟାଳୟ। ଏନେଇ ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ଉପସ୍ଥାପନ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। 

Odisha HighCourt Puri Srimandir's Ratna Bhandar Puri Ratna Bhandar Lord Jagannath Ratna Bhandar Missing Of Ratna Bhandar Key
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ