Advertisment

Posts Vacant at Lokaseva Bhavan: ଲୋକସେବା ଭବନରେ ଖାଲି ପଡିଛି ବଡ଼ ବାବୁଙ୍କ ପଦବୀ, ନାହାନ୍ତି ଅନୁଶାସନ ସଚିବ

ଲୋକସେବା ଭବନରେ ଖାଲି ପଡିଛି ବଡ଼ ବାବୁଙ୍କ ପଦବୀ। ୧୦୫ ଅନୁ ଶାସନ ସଚିବ ଓ ଗୋଟିଏ ଅତିରିକ୍ତ ଶାସନ ସଚିବ ପଦବୀ ଖାଲି ପଡ଼ିଥିବା ନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ।

Lokaseva Bhavan

Lokaseva Bhavan Photograph: (OTV)

Advertisment

ଲୋକସେବା ଭବନରେ ଖାଲି ପଡିଛି ବଡ଼ ବାବୁଙ୍କ ପଦବୀ। ୧୦୫ ଅନୁ ଶାସନ ସଚିବ ଓ ଗୋଟିଏ ଅତିରିକ୍ତ ଶାସନ ସଚିବ ପଦବୀ ଖାଲି ପଡ଼ିଥିବା ନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ।

Advertisment

ବିଧାୟକ ସୌଭିକ ବିଶ୍ୱାଳଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀଙ୍କ ଲିଖିତ ଉତ୍ତର ଜରିଆରେ ଦର୍ଶାଇଛନ୍ତି, ୨ ଯୁଗ୍ମ ଶାସନ ସଚିବ ଓ ୨ ଉପ ଶାସନ ସଚିବ ପଦବୀ ମଧ୍ୟ ଖାଲି ରହିଛି । ୪ ଡେସ୍କ ଅଫିସର୍, ୩୬୫ ଉପ ବିଭାଗ ଅଧିକାରୀ ଓ ୩୪୮ ସହକାରୀ ଉପ ବିଭାଗ ଅଧିକାରୀ ପଦବୀ ମଧ୍ୟ ଖାଲି ରହିଛିି।  

Odisha Administrative Posts Vacant Lokaseva Bhavan
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ