f
Advertisment
ଭୁବନେଶ୍ୱର: ଓଡ଼ିଶା ପ୍ରତି ପଙ୍ଗପାଳ ବିପଦ ଟଳିନି । ପଙ୍ଗପାଳ ଆତଙ୍କକୁ ନେଇ ଏହି ସୂଚନା ଦେଇଛନ୍ତି କୃଷିମନ୍ତ୍ରୀ ଅରୁଣ ସାହୁ । ପଙ୍ଗପାଳ ଏବେ ମଧ୍ୟପ୍ରଦେଶ-ଛତିଶଗଡ଼ ସୀମାରେ ଅଛନ୍ତି । ଆମେ କେମିକାଲ ସ୍ପ୍ରେ ପାଇଁ ବ୍ୟବସ୍ଥା କରିଛୁ ।
Advertisment
ଅଗ୍ନିଶମ ବିଭାଗ ଠାରୁ ବଡ଼ ସ୍ପ୍ରେୟାର ପାଇଁ ବନ୍ଦୋବସ୍ତ କରାଯାଇଛି । ପ୍ରତି ଜିଲ୍ଲାରେ ଓ ଭୁବନେଶ୍ୱରରେ କଣ୍ଟ୍ରୋଲ ରୁମ୍ ଖୋଲାଯାଇଛି । ରାଜ୍ୟକୁ ୩ଟି ଜୋନରେ ବିଭକ୍ତ କରାଯାଇ ଦୃଷ୍ଟି ରଖାଯାଇଛି ବୋଲି କହିଛନ୍ତି କୃଷି ମନ୍ତ୍ରୀ ଅରୁଣ ସାହୁ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/f-1_1626696307.jpg)