/odishatv-khabar/media/post_attachments/uploadimage/library/16_9/16_9_0/corona-11_1624866204.jpg)
corona
ଭୁବନେଶ୍ୱର : ପୁଣି ୩ ହଜାର ଉପରେ ସଂକ୍ରମଣ । ଗତକାଲି ରାଜ୍ୟରେ ୩,୪୦୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ୩ ହଜାର ୩୧୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧୮୯୬ ଚିହ୍ନଟ ହୋଇଛନ୍ତି ଏବଂ ଲୋକାଲ କେସ୍ ଅଛନ୍ତି ୧୪୨୩ ଜଣ । ଫଳରେ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୩୭୮୯କୁ ବୃଦ୍ଧି ପାଇଛି ।
ଆଜି ହୋଇଥିବା ଚିହ୍ନଟ ୩ ହଜାର ୩୧୯ କରୋନା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ଅନୁଗୁଳରୁ ୧୧୬ଜଣ, ବାଲେଶ୍ୱରରୁ ୩୯୭ଜଣ, ବରଗଡ଼ରୁ ୪୭ଜଣ, ଭଦ୍ରକରୁ ୧୬୩ଜଣ, ବଲାଙ୍ଗୀରରୁ ୧୦ଜଣ, ବୌଦ୍ଧରୁ ୧୬ଜଣ, କଟକରୁ ୫୬୬ଜଣ, ଦେବଗଡ଼ରୁ ୪, ଢେଙ୍କାନାଳରୁ ୬୯ଜଣ, ଗଜପତିରୁ ୧୨, ଗଞ୍ଜାମରୁ ୧୮, ଜଗତସିଂହପୁରରୁ ୧୩୦ଜଣ, ଯାଜପୁରରୁ ୧୯୪ଜଣ, ଝାରସୁଗୁଡ଼ାରୁ ୧୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କଳାହାଣ୍ଡିରୁ ୩୧ଜଣ, କନ୍ଧମାଳରୁ ୨୩, କେନ୍ଦ୍ରାପଡ଼ାରୁ ୧୩୪, କେନ୍ଦୁଝରରୁ ୬୫, ଖୋର୍ଦ୍ଧାରୁ ୪୪୦ଜଣ, କୋରାପୁଟରୁ ୫୯ଜଣ, ମାଲକାନଗିରିରୁ ୭୧, ମୟୁରଭଞ୍ଜରୁ ୧୯୯ଜଣ, ନବରଙ୍ଗପୁରରୁ ୩୯ଜଣ, ନୟାଗଡ଼ରୁ ୧୧୧ଜଣ, ନୂଆପଡ଼ାରୁ ୪ଜଣ, ପୁରୀରୁ ୧୭୫ଜଣ, ରାୟଗଡ଼ାରୁ ୪୩, ସମ୍ବଲପୁରରୁ ୨୯ଜଣ, ସୋନପୁରରୁ ୧୭ଜଣ, ସୁନ୍ଦରଗଡ଼ରୁ ୩୬ଜଣ ଓ ଷ୍ଟେଟ ପୁଲରୁ ୯୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
Covid-19 Report For 27th June
New Positive Cases: 3319
In quarantine: 1896
Local contacts: 1423(Details of local contacts will be shared by concerned Dist Administration)
District Wise Cases:
1. Angul: 116
2. Balasore: 397
3. Bargarh: 47
4. Bhadrak: 163
5. Balangir: 10— I & PR Department, Odisha (@IPR_Odisha) June 28, 2021
22. Mayurbhanj: 199
23. Nawarangpur: 39
24. Nayagarh: 111
25. Nuapada: 4
26. Puri: 175
27. Rayagada: 43
28. Sambalpur: 29
29. Sonepur: 17
30. Sundargarh: 36
31. State Pool: 90New recovery: 3578
Cumulative tested: 13620526
Positive: 903789
Recovered: 867402
Active cases: 32404— I & PR Department, Odisha (@IPR_Odisha) June 28, 2021
ସେପଟେ ରାଜ୍ୟର କରୋନା ମୃତ୍ୟୁରେ ଲାଗୁନି ବ୍ରେକ । ଦିନକରେ ଆଉ ୪୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ନୟାଗଡ଼, ପୁରୀ, ବରଗଡ଼ରୁ ୫ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସୁନ୍ଦରଗଡ଼ରୁ ୪ ଜଣଙ୍କ ଜୀବନ ଯାଇଥିବାବେଳେ ଭଦ୍ରକ, ଗଞ୍ଜାମ ଓ କଟକରୁ ୩ ଲେଖାଏଁ ମହାମାରୀରେ ପ୍ରାଣ ହରାଇଛନ୍ତି । ସେହିପରି ଢେଙ୍କାନାଳରୁ ୨, କେନ୍ଦୁଝର, ବାଲେଶ୍ୱର, ମୟୂରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃମୃତ୍ୟୁସଂଖ୍ୟା ୩୯୩୦କୁ ବୃଦ୍ଧି ପାଇଛି ।
ସେପଟେ ଗତକାଲି ରାଜ୍ୟରେ ମୋଟ୍ ୩୫୭୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ କରୋନା ସୁସ୍ଥଙ୍କ ସଂଖ୍ୟା ୮ ଲକ୍ଷ ୬୭ ହଜାର ୪୦୨ରେ ପହଂଚିଛି। ଗତକାଲି ଖୋର୍ଦ୍ଧାରୁ ସର୍ବାଧିକ ୫୨୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କଟକ ଜିଲ୍ଲାରୁ ୪୨୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିଲେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)