Advertisment

୧୧ ଜିଲ୍ଲାକୁ ସଟ୍‌ଡାଉନ୍‌ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର: କରୋନା ସଂକ୍ରମଣ ବଢ଼ିଥିବା ୧୧ ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍‌ଡାଉନ୍‌ ଘୋଷଣା ହୋଇଛି। ପ୍ରତି ଶନିବାର ଓ ରବିବାର ୧୧ ଜିଲ୍ଲାକୁ ସଟ୍‌ଡାଉନ୍‌ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଜୁନ୍‌ ମାସ ପାଇଁ ଏହି ନିୟମ ଲାଗୁ ହୋଇଛି। ଏନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ସଟ୍‌ଡାଉନ୍‌ ଘୋଷଣା ହୋଇଥିବା ଏହି ଜିଲ୍ଲା ଗୁଡ଼ିକ ହେଲା- ଗଞ୍ଜାମ, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, […]

୧୧ ଜିଲ୍ଲାକୁ ସଟ୍‌ଡାଉନ୍‌ ଘୋଷଣା କଲେ ରାଜ୍ୟ ସରକାର

shutdown

Advertisment

ଭୁବନେଶ୍ୱର: କରୋନା ସଂକ୍ରମଣ ବଢ଼ିଥିବା ୧୧ ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍‌ଡାଉନ୍‌ ଘୋଷଣା ହୋଇଛି। ପ୍ରତି ଶନିବାର ଓ ରବିବାର ୧୧ ଜିଲ୍ଲାକୁ ସଟ୍‌ଡାଉନ୍‌ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଜୁନ୍‌ ମାସ ପାଇଁ ଏହି ନିୟମ ଲାଗୁ ହୋଇଛି। ଏନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି।

Advertisment

ସଟ୍‌ଡାଉନ୍‌ ଘୋଷଣା ହୋଇଥିବା ଏହି ଜିଲ୍ଲା ଗୁଡ଼ିକ ହେଲା- ଗଞ୍ଜାମ, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ବଲାଙ୍ଗିର ଓ ଖୋର୍ଦ୍ଧା ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍‌ଡାଉନ୍ ଘୋଷଣା ହୋଇଛି।

୨ ଦିନ ସଟ୍‌ଡାଉନ୍‌ରେ କେବଳ ଔଷଧ ଦୋକାନ ଖୋଲା ରହିବ। ଅଧିକ କରୋନା ଖବର ପାଇଁ ଆମ ସହିତ ଯୋଡି ହୁଅନ୍ତୁ ।

Advertisment
Odisha Shutdown Odisha Shutdown Update Odisha Shutdown News Odisha Shutdown City Odisha Shutdown Area
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ