/odishatv-khabar/media/media_files/2026/01/25/odisha-police-officers-honoured-2026-01-25-16-33-49.jpg)
ସାହସିକତା ପାଇଁ ଓଡ଼ିଶାରୁ ୪ ଜଣ ପାଇବେ ପୋଲିସ ସେବା ପଦକ Photograph: (OTV)
ଘୋଷଣା ହେଲା ପୋଲିସ ସେବା ପଦକ। ସାହସିକତା ପାଇଁ ଓଡ଼ିଶାରୁ ୪ ଜଣ ପାଇବେ ମେଡାଲ୍। DSP ଅତୁଲ କ୍ରିଷ୍ଣା ଦାସ, ASI ପୂର୍ଣ୍ଣଚନ୍ଦ୍ର ପ୍ରଧାନଙ୍କ ସମେତ ୨ କନଷ୍ଟେବଲ ଘନଶ୍ୟାମ ସାହୁ ଓ ଥବିର ମାଝୀ ପାଇବେ ସାହସିକତା ପଦକ। ସେହିପରି ବିଶିଷ୍ଟ ସେବା ପାଇଁ ଓଡ଼ିଶାରୁ ୨ ଜଣଙ୍କୁ ପଦକ ମିଳିବ। ସେମାନେ ହେଲେ ADG ପ୍ରତୀକ ମହାନ୍ତି ଓ DCP ପ୍ରଫୁଲ୍ଲ ସିଂ।
Advertisment
ପ୍ରଶଂସନୀୟ ସେବା ପାଇଁ ୧୧ ଜଣଙ୍କୁ ମିଳିବ ପଦକ । IG ସାର୍ଥକ ଷଡ଼ଙ୍ଗୀ, କମାଣ୍ଡାଣ୍ଟ ଶ୍ରୀପ୍ରସାଦ ତମାଙ୍ଗ, ASP ଶୁଭନାରାୟଣ ମୁଦୁଲି, DSP ପ୍ରଦୀପ କୁମାର, ପ୍ରଣିତା କୁମାରୀ ରାୟ, କମାଣ୍ଡାଣ୍ଟ ଅଶୋକ ମହାନ୍ତି, ଇନ୍ସପେକ୍ଟର ଅରୁଣ ନାୟକ, ମହମ୍ମଦ ହାଫିଜ୍ , ହାବିଲ୍ ଦାର ଲତା ନାଏକ, ASP ନିଗମାନନ୍ଦ ମହାପାତ୍ର, ଇନ୍ସପେକ୍ଟର ଲକ୍ଷ୍ମୀନାରାୟଣ ମୁଦୁଲିଙ୍କୁ ମିଳିବ ସମ୍ମାନ।
- ଘୋଷଣା ହେଲା ପୋଲିସ ସେବା ପଦକ
- ସାହସିକତା ପାଇଁ ଓଡ଼ିଶାରୁ ୪ ଜଣ ପାଇବେ ପଦକ
- DSP ଅତୁଲ କ୍ରିଷ୍ଣା ଦାସ, ASI ପୂର୍ଣ୍ଣଚନ୍ଦ୍ର ପ୍ରଧାନ ପାଇବେ ସାହସିକତା ପଦକ
- ୨ କନଷ୍ଟେବଲ ଘନଶ୍ୟାମ ସାହୁ ଓ ଥବିର ମାଝୀ ପାଇବେ ସାହସିକତା ପଦକ
- ବିଶିଷ୍ଟ ସେବା ପାଇଁ ଓଡ଼ିଶାରୁ ୨ ଜଣଙ୍କୁ ମିଳିବ ପଦକ
- ADG ପ୍ରତୀକ ମହାନ୍ତି, DCP ପ୍ରଫୁଲ୍ଲ ସିଂଙ୍କୁ ମିଳିବ ବିଶିଷ୍ଟ ସେବା ପଦକ
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)