Advertisment

Odisha Police Officers Honoured: ସାହସିକତା ପାଇଁ ଓଡ଼ିଶାରୁ ୪ ଜଣ ପାଇବେ ପୋଲିସ ସେବା ପଦକ

ଘୋଷଣା ହେଲା ପୋଲିସ ସେବା ପଦକ। ସାହସିକତା ପାଇଁ ଓଡ଼ିଶାରୁ ୪ ଜଣ ପାଇବେ ପଦକ। DSP ଅତୁଲ କ୍ରିଷ୍ଣା ଦାସ, ASI ପୂର୍ଣ୍ଣଚନ୍ଦ୍ର ପ୍ରଧାନ ପାଇବେ ସାହସିକତା ପଦକ। ୨ କନଷ୍ଟେବଲ ଘନଶ୍ୟାମ ସାହୁ ଓ ଥବିର ମାଝୀ ପାଇବେ ସାହସିକତା ପଦକ।

Odisha Police Officers Honoured

ସାହସିକତା ପାଇଁ ଓଡ଼ିଶାରୁ ୪ ଜଣ ପାଇବେ ପୋଲିସ ସେବା ପଦକ Photograph: (OTV)

Advertisment

ଘୋଷଣା ହେଲା ପୋଲିସ ସେବା ପଦକ। ସାହସିକତା ପାଇଁ ଓଡ଼ିଶାରୁ ୪ ଜଣ ପାଇବେ ମେଡାଲ୍। DSP ଅତୁଲ କ୍ରିଷ୍ଣା ଦାସ, ASI ପୂର୍ଣ୍ଣଚନ୍ଦ୍ର ପ୍ରଧାନଙ୍କ ସମେତ ୨ କନଷ୍ଟେବଲ ଘନଶ୍ୟାମ ସାହୁ ଓ ଥବିର ମାଝୀ ପାଇବେ ସାହସିକତା ପଦକ। ସେହିପରି ବିଶିଷ୍ଟ ସେବା ପାଇଁ ଓଡ଼ିଶାରୁ ୨ ଜଣଙ୍କୁ ପଦକ ମିଳିବ। ସେମାନେ ହେଲେ ADG ପ୍ରତୀକ ମହାନ୍ତି ଓ DCP ପ୍ରଫୁଲ୍ଲ ସିଂ।

Advertisment

ପ୍ରଶଂସନୀୟ ସେବା ପାଇଁ ୧୧ ଜଣଙ୍କୁ ମିଳିବ ପଦକ । IG ସାର୍ଥକ ଷଡ଼ଙ୍ଗୀ, କମାଣ୍ଡାଣ୍ଟ ଶ୍ରୀପ୍ରସାଦ ତମାଙ୍ଗ, ASP ଶୁଭନାରାୟଣ ମୁଦୁଲି, DSP ପ୍ରଦୀପ କୁମାର, ପ୍ରଣିତା କୁମାରୀ ରାୟ, କମାଣ୍ଡାଣ୍ଟ ଅଶୋକ ମହାନ୍ତି, ଇନ୍ସପେକ୍ଟର ଅରୁଣ ନାୟକ, ମହମ୍ମଦ ହାଫିଜ୍ , ହାବିଲ୍ ଦାର ଲତା ନାଏକ, ASP ନିଗମାନନ୍ଦ ମହାପାତ୍ର, ଇନ୍ସପେକ୍ଟର ଲକ୍ଷ୍ମୀନାରାୟଣ ମୁଦୁଲିଙ୍କୁ ମିଳିବ ସମ୍ମାନ।

  • ଘୋଷଣା ହେଲା ପୋଲିସ ସେବା ପଦକ
  • ସାହସିକତା ପାଇଁ ଓଡ଼ିଶାରୁ ୪ ଜଣ ପାଇବେ ପଦକ
  • DSP ଅତୁଲ କ୍ରିଷ୍ଣା ଦାସ, ASI ପୂର୍ଣ୍ଣଚନ୍ଦ୍ର ପ୍ରଧାନ ପାଇବେ ସାହସିକତା ପଦକ
  • ୨ କନଷ୍ଟେବଲ ଘନଶ୍ୟାମ ସାହୁ ଓ ଥବିର ମାଝୀ ପାଇବେ ସାହସିକତା ପଦକ
  • ବିଶିଷ୍ଟ ସେବା ପାଇଁ ଓଡ଼ିଶାରୁ ୨ ଜଣଙ୍କୁ ମିଳିବ ପଦକ
  • ADG ପ୍ରତୀକ ମହାନ୍ତି, DCP ପ୍ରଫୁଲ୍ଲ ସିଂଙ୍କୁ ମିଳିବ ବିଶିଷ୍ଟ ସେବା ପଦକ
Advertisment
Odisha News Odisha Police Police Medal
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ