Advertisment

ଓଡ଼ିଶାରେ ୧,୩୭୬ ନୂଆ କରୋନା ପଜିଟିଭ୍‌‌ ଚିହ୍ନଟ, ୨୫ ହଜାର ପାର୍‌ କଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଓଡ଼ିଶାରେ ଗୋଟିଏ ଦିନରେ ୧,୩୭୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧,୩୭୬ ଆକ୍ରାନ୍ତଙ୍କ ମଧ୍ୟରୁ ୯୧୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୪୫୯  ରହିଛି। ଗଞ୍ଜାମରୁ ସର୍ବାଧିକ ୪୮୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୦ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା […]

ଅଦ୍ୟତନ ହୋଇଛି
ଓଡ଼ିଶାରେ ୧,୩୭୬ ନୂଆ କରୋନା ପଜିଟିଭ୍‌‌ ଚିହ୍ନଟ, ୨୫ ହଜାର ପାର୍‌ କଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

corona

Advertisment

ଭୁବନେଶ୍ୱର: ଓଡ଼ିଶାରେ ଗୋଟିଏ ଦିନରେ ୧,୩୭୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧,୩୭୬ ଆକ୍ରାନ୍ତଙ୍କ ମଧ୍ୟରୁ ୯୧୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୪୫୯  ରହିଛି।

Advertisment

ଗଞ୍ଜାମରୁ ସର୍ବାଧିକ ୪୮୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୦ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୫,୩୮୯ରେ ପହଞ୍ଚିଛି।

Advertisment
Corona Cases In Odisha Corona Updates Odisha Today Corona Updates Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ