Advertisment

Coronavirus Odisha News: ୪ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ପୁଣି ୨୪ ଘଣ୍ଟା ଭିତରେ ୪ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦିନକରେ ୪୧୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟିନରୁ ୨୪୫୩ ଏବଂ ଲୋକାଲ୍ କେସ୍ ୧୭୩୬ ରହିଛି। ଏହାକୁ ମିଶାଇ ରାଜ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୮୩୧୧ରେ ପହଞ୍ଚିଛି। ସେଥିରୁ ୧୪୯୩୭୯ ସୁସ୍ଥ ହୋଇଥିବା ବେଳେ ୩୮୧୫୮ ଆକ୍ଟିଭ୍ ମାମଲା ରହିଛି। 22. Mayurbhanj: 17423. Nawarangpur: 7524. Nayagarh: 8225. Nuapada: 5826. Puri: 26527. […]

ଅଦ୍ୟତନ ହୋଇଛି
Coronavirus Odisha News: ୪ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ

corona updates in odisha

Advertisment

ଭୁବନେଶ୍ୱର: ଓଡ଼ିଶାରେ ପୁଣି ୨୪ ଘଣ୍ଟା ଭିତରେ ୪ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦିନକରେ ୪୧୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟିନରୁ ୨୪୫୩ ଏବଂ ଲୋକାଲ୍ କେସ୍ ୧୭୩୬ ରହିଛି। ଏହାକୁ ମିଶାଇ ରାଜ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୮୩୧୧ରେ ପହଞ୍ଚିଛି। ସେଥିରୁ ୧୪୯୩୭୯ ସୁସ୍ଥ ହୋଇଥିବା ବେଳେ ୩୮୧୫୮ ଆକ୍ଟିଭ୍ ମାମଲା ରହିଛି।

Advertisment

https://twitter.com/IPR_Odisha/status/1308280181035950088?s=20

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୧୨ ପଜିଟିଭ୍ ଚିହ୍ନଟ ହୋଇଛି। ସେହିପରି କଟକରୁ ୫୮୬, ପୁରୀରୁ ୨୬୫, ଷ୍ଟେଟ୍ ପୁଲରୁ ୨୪୩, ସୁନ୍ଦରଗଡ଼ରୁ ୨୦୧, ଯାଜପୁରରୁ ୧୮୭, ମୟୂରଭଞ୍ଜରୁ ୧୭୪, ବାଲେଶ୍ୱରରୁ ୧୫୦, ବରଗଡ଼ରୁ ୧୨୮, କେନ୍ଦ୍ରାପଡ଼ାରୁ ୧୨୬, ବଲାଙ୍ଗିରରୁ ୧୧୪, ସମ୍ବଲପୁରରୁ ୧୧୩, ଅନୁଗୁଳରୁ ୧୦୭, କଳାହାଣ୍ଡିରୁ ୧୦୫, ଜଗତସିଂହପୁରରୁ ୧୦୪ ଚିହ୍ନଟ ହୋଇଛନ୍ତି।

For More Corona Updates In Odisha Stay Updated With Us.

Coronavirus Odisha News Corona Updates In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ