Advertisment

ଓଡ଼ିଶାରେ ଆଉ ୫୭୦ କରୋନା ଆକ୍ରାନ୍ତ‌ ଚିହ୍ନଟ, ୧୨ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୫୭୦ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୫୭୦ଆକ୍ରାନ୍ତଙ୍କ ମଧ୍ୟରୁ ୩୮୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୮୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ […]

ଓଡ଼ିଶାରେ ଆଉ ୫୭୦ କରୋନା ଆକ୍ରାନ୍ତ‌ ଚିହ୍ନଟ, ୧୨ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

coronavirus

Advertisment

ଭୁବନେଶ୍ୱର: ରାଜ୍ୟରେ ଆଉ ୫୭୦ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

ଚିହ୍ନଟ ନୂଆ ୫୭୦ଆକ୍ରାନ୍ତଙ୍କ ମଧ୍ୟରୁ ୩୮୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୮୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

publive-image

publive-image

publive-image

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬ ରେ ପହଞ୍ଚିଛି। ସେଥିମଧ୍ୟରୁ ୭,୯୭୨ ଜଣ ସୁସ୍ଥ ହୋଇଥିବାବେଳେ ୪,୪୭୫ ଜଣ ଚିକିତ୍ସାଧୀନ ଅଛନ୍ତି।

Advertisment
Coronavirus Odisha Corona Cases Latest Corona News In Odisha Corona Updates Odisha Odisha Corona Updates Odisha Corona Updates Today Corona News Odisha କରୋନା କରୋନା ଭାଇରସ୍ କରୋନା ଖବର କରୋନା ଖବର ଓଡ଼ିଶା
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ