Advertisment

ଓଡ଼ିଶାରେ ଚିହ୍ନଟ ହେଲେ ଆଉ ୫୭୭ କରୋନା ପଜିଟିଭ୍‌, ୧୧ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୫୭୭ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୨ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୬୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୫୭୭ ଆକ୍ରାନ୍ତଙ୍କ ମଧ୍ୟରୁ ୪୧୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୬୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା […]

author-image
Rajalaxmi Sahoo
ଓଡ଼ିଶାରେ ଚିହ୍ନଟ ହେଲେ ଆଉ ୫୭୭ କରୋନା ପଜିଟିଭ୍‌, ୧୧ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

coronavirus

ଭୁବନେଶ୍ୱର: ରାଜ୍ୟରେ ଆଉ ୫୭୭ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୨ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୬୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

ଚିହ୍ନଟ ନୂଆ ୫୭୭ ଆକ୍ରାନ୍ତଙ୍କ ମଧ୍ୟରୁ ୪୧୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୬୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

corona

corona

corona

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୨୦୧ରେ ପହଞ୍ଚିଛି। ସେଥିମଧ୍ୟରୁ ୭,୦୦୬ଜଣ ସୁସ୍ଥ ହୋଇଥିବାବେଳେ ୪,୧୨୮ଜଣ ଚିକିତ୍ସାଧୀନ ଅଛନ୍ତି।

Advertisment
Odisha Corona News Corona Cases In Odisha Odisha Corona Updates Odisha Corona Updates Today Odisha Corona News In Odia Corona Cases Updates In Odisha Lates Corona News In Odisha
Advertisment
Advertisment