Advertisment

୨୫ ଜିଲ୍ଲାରୁ ୭୩୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ୧୭ ହଜାର ପାର୍‌ କଲା ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଓଡ଼ିଶାରେ ୭୩୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୫ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୨୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୭୩୬ ଆକ୍ରାନ୍ତଙ୍କ ମଧ୍ୟରୁ ୪୮୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୫୫ ରହିଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୭,୪୩୭ ରେ […]

ଅଦ୍ୟତନ ହୋଇଛି
୨୫ ଜିଲ୍ଲାରୁ ୭୩୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ୧୭ ହଜାର ପାର୍‌ କଲା ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା

corona 1

Advertisment

ଭୁବନେଶ୍ୱର: ଓଡ଼ିଶାରେ ୭୩୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୫ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୨୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

ଚିହ୍ନଟ ନୂଆ ୭୩୬ ଆକ୍ରାନ୍ତଙ୍କ ମଧ୍ୟରୁ ୪୮୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୫୫ ରହିଛି।

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୭,୪୩୭ ରେ ପହଞ୍ଚିଛି। ସେଥିମଧ୍ୟରୁ ୧୧,୯୩୭ ଜଣ ସୁସ୍ଥ ହୋଇଥିବାବେଳେ ୫,୩୮୧ ଜଣ ଚିକିତ୍ସାଧୀନ ଅଛନ୍ତି।

Advertisment
Coronavirus In Odisha Corona Cases In Odisha Corona Updates Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ