Advertisment

ଇସ୍ତଫା ଦେଲେ ସୁବ୍ରତ ବାଗ୍‌ଚୀ

ଭୁବନେଶ୍ୱର: ଓଡ଼ିଶା ସ୍କିଲ୍‌ ଡେଭଲପମେଣ୍ଟ ଅଥରିଟି ବା ଓସଡିଏର ଅଧ୍ୟକ୍ଷ ପଦରୁ ସୁବ୍ରତ ବାଗ୍‌ଚୀ ଇସ୍ତଫା ଦେଇଛନ୍ତି। ଗତକାଲି ନିଜ ଇସ୍ତଫା ସମ୍ପର୍କରେ ସେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ଆଇଟି କମ୍ପାନୀ ‘ମାଇଣ୍ଡଟ୍ରି’ରେ ଦେଖାଦେଇଥିବା ସମସ୍ୟାର ସମାଧାନ ସହ କମ୍ପାନୀକୁ ଉଦ୍ଧାର କରିବା ତାଙ୍କ ପାଇଁ ଜରୁରୀ ହୋଇପଡ଼ିଥିବା ଦର୍ଶାଇ ସେ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ୨୦୧୬  ମସିହାରେ ରାଜ୍ୟ ସରକାର ବାଗ୍‌ଚୀଙ୍କୁ ଓଏସଡିଏର ଚେୟାରମ୍ୟାନ ଦାୟିତ୍ୱ ପ୍ରଦାନ କରିଥିଲେ। ବାଗ୍‌ଚୀଙ୍କୁ ରାଜ୍ୟ ସରକାର […]

author-image
Jyotsnamayee Pradhan
ଇସ୍ତଫା ଦେଲେ ସୁବ୍ରତ ବାଗ୍‌ଚୀ

subarta

ଭୁବନେଶ୍ୱର: ଓଡ଼ିଶା ସ୍କିଲ୍‌ ଡେଭଲପମେଣ୍ଟ ଅଥରିଟି ବା ଓସଡିଏର ଅଧ୍ୟକ୍ଷ ପଦରୁ ସୁବ୍ରତ ବାଗ୍‌ଚୀ ଇସ୍ତଫା ଦେଇଛନ୍ତି। ଗତକାଲି ନିଜ ଇସ୍ତଫା ସମ୍ପର୍କରେ ସେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ଆଇଟି କମ୍ପାନୀ ‘ମାଇଣ୍ଡଟ୍ରି’ରେ ଦେଖାଦେଇଥିବା ସମସ୍ୟାର ସମାଧାନ ସହ କମ୍ପାନୀକୁ ଉଦ୍ଧାର କରିବା ତାଙ୍କ ପାଇଁ ଜରୁରୀ ହୋଇପଡ଼ିଥିବା ଦର୍ଶାଇ ସେ ନିଜ ପଦରୁ ଇସ୍ତଫା ଦେଇଛନ୍ତି।

Advertisment

୨୦୧୬  ମସିହାରେ ରାଜ୍ୟ ସରକାର ବାଗ୍‌ଚୀଙ୍କୁ ଓଏସଡିଏର ଚେୟାରମ୍ୟାନ ଦାୟିତ୍ୱ ପ୍ରଦାନ କରିଥିଲେ। ବାଗ୍‌ଚୀଙ୍କୁ ରାଜ୍ୟ ସରକାର କ୍ୟାବିନେଟ୍‌ ପାହ୍ୟା ମଧ୍ୟ ପ୍ରଦାନ କରିଥିଲେ।

Advertisment
Advertisment