Advertisment

ଫ୍ୟାକ୍ଟ୍ରି ଓ ବଏଲର୍ସ ବିଭାଗ ଉପନିର୍ଦ୍ଦେଶକ ରମେଶ ବେହେରା ଗିରଫ

ଭୁବନେଶ୍ୱର: ଫ୍ୟାକ୍ଟ୍ରି ଓ ବଏଲର୍ସ ବିଭାଗ ଉପନିର୍ଦ୍ଦେଶକ ରମେଶ ବେହେରା ଗିରଫ ହୋଇଛନ୍ତି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରମେଶଙ୍କୁ ଗିରଫ କରିଛି ଭିଜିଲାନ୍ସ। ଏନେଇ ଭିଜିଲାନ୍ସ ଡିଏସ୍‌ପି ଅକ୍ଷୟ ମିଶ୍ର ସୂଚନା ଦେଇଛନ୍ତି। ରମେଶଙ୍କ ଘରୁ ପ୍ରାୟ ଦେଢ଼ କୋଟି ଟଙ୍କାର ସଂପତ୍ତି ଠାବ ହୋଇଥିଲା। ଭୁବନେଶ୍ୱରରେ ୪୧ ଲକ୍ଷର ଫ୍ଲାଟ୍, ଯାଜପୁରରେ ୨୯ ଲକ୍ଷର କୋଠା, ପୁଡୁଚେରିରେ କୋଠା, ୬ ଶହ ଗ୍ରାମର ସୁନା ଓ ରୁପା ଠାବ ହୋଇଥିଲା। ରମେଶ ବେହେରାଙ୍କ […]

author-image
Abinash Pati
ଅଦ୍ୟତନ ହୋଇଛି
ଫ୍ୟାକ୍ଟ୍ରି ଓ ବଏଲର୍ସ ବିଭାଗ ଉପନିର୍ଦ୍ଦେଶକ ରମେଶ ବେହେରା ଗିରଫ

ଦମଳନକୀଜୀମଦମୂମ

ଭୁବନେଶ୍ୱର: ଫ୍ୟାକ୍ଟ୍ରି ଓ ବଏଲର୍ସ ବିଭାଗ ଉପନିର୍ଦ୍ଦେଶକ ରମେଶ ବେହେରା ଗିରଫ ହୋଇଛନ୍ତି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରମେଶଙ୍କୁ ଗିରଫ କରିଛି ଭିଜିଲାନ୍ସ। ଏନେଇ ଭିଜିଲାନ୍ସ ଡିଏସ୍‌ପି ଅକ୍ଷୟ ମିଶ୍ର ସୂଚନା ଦେଇଛନ୍ତି।

Advertisment

ରମେଶଙ୍କ ଘରୁ ପ୍ରାୟ ଦେଢ଼ କୋଟି ଟଙ୍କାର ସଂପତ୍ତି ଠାବ ହୋଇଥିଲା। ଭୁବନେଶ୍ୱରରେ ୪୧ ଲକ୍ଷର ଫ୍ଲାଟ୍, ଯାଜପୁରରେ ୨୯ ଲକ୍ଷର କୋଠା, ପୁଡୁଚେରିରେ କୋଠା, ୬ ଶହ ଗ୍ରାମର ସୁନା ଓ ରୁପା ଠାବ ହୋଇଥିଲା। ରମେଶ ବେହେରାଙ୍କ ଘରେ କାଲି ରେଡ୍ କରିଥିଲା ଭିଜିଲାନ୍ସ।vigilance raid

ତାଙ୍କ ଅଫିସ୍ ସମେତ ୬ଟି ସ୍ଥାନରେ ରେଡ୍ କରିଥିଲା ଭିଜିଲାନ୍ସ ଟିମ୍‌। ଭୁବନେଶ୍ୱର, କଟକ, ଯାଜପୁର, ପୁଡୁଚେରୀରେ ଥିବା ଘରେ ବି ରେଡ୍ ହୋଇଥିଲା। ସେ ପରିବାର ସଦସ୍ୟଙ୍କ ସହ ଅନେକ ଥର  ବିଦେଶ ଗସ୍ତ କରିଥିବା ନେଇ ସୂଚନା ମିଳିଛି।

Advertisment
Advertisment
Advertisment