Advertisment

୧୨ରୁ OJEE ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ୧୨ରୁ ୧୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଓଜେଇଇ। ଏ ନେଇ ସୂଚନା ଦେଇଛନ୍ତି OJEE ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ। ମୋଟ ୫୩ଟି ସେଣ୍ଟରରେ ହେବ OJEE ପରୀକ୍ଷା। ଏହି ପରୀକ୍ଷା ରାଜ୍ୟ ଭିତରେ ୨୧ଟି ସହରର ୫୦ଟି କେନ୍ଦ୍ରରେ ପରୀକ୍ଷା ହେବ। ତେବେ ରାଜ୍ୟ ବାହାରେ ଯଥା ରାଞ୍ଚି, କୋଲକାତା, ପାଟନାରେ ହେବ ପରୀକ୍ଷା। OJEEର ସବୁ ପରୀକ୍ଷା କମ୍ପ୍ୟୁଟର ବେସଡ ହେବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

author-image
Ranjeet Kumar Jena
୧୨ରୁ OJEE ପରୀକ୍ଷା

ojee

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ୧୨ରୁ ୧୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଓଜେଇଇ। ଏ ନେଇ ସୂଚନା ଦେଇଛନ୍ତି OJEE ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ। ମୋଟ ୫୩ଟି ସେଣ୍ଟରରେ ହେବ OJEE ପରୀକ୍ଷା।

Advertisment

ଏହି ପରୀକ୍ଷା ରାଜ୍ୟ ଭିତରେ ୨୧ଟି ସହରର ୫୦ଟି କେନ୍ଦ୍ରରେ ପରୀକ୍ଷା ହେବ। ତେବେ ରାଜ୍ୟ ବାହାରେ ଯଥା ରାଞ୍ଚି, କୋଲକାତା, ପାଟନାରେ ହେବ ପରୀକ୍ଷା। OJEEର ସବୁ ପରୀକ୍ଷା କମ୍ପ୍ୟୁଟର ବେସଡ ହେବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

Advertisment
Advertisment