/odishatv-khabar/media/post_attachments/uploadimage/library/16_9/16_9_0/OJJ_1626691178.jpg)
OJJ
ଭୁବନେଶ୍ୱର : ଏଥର ଓଜେଇଇ ଅନ୍ଲାଇନରେ ହେବ। ଚଳିତ ବର୍ଷ ଓଜେଇଇ କମ୍ପ୍ୟୁଟର ବେସଡ୍ ଟେଷ୍ଟ ବା ସିବିଟି ମାଧ୍ୟମରେ ହେବ। ଉଭୟ ପିଜି ଓ ୟୁଜି କୋର୍ସ ପାଇଁ ସିବିଟି ପଦ୍ଧତି ଲାଗୁ ହେବ। ଏନେଇ ଓଜେଇଇ ଆପେକ୍ସ କମିଟି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି।
Advertisment
ମେ’ ପ୍ରଥମ ସପ୍ତାହରେ ପ୍ରଥମ ଓଜେଇଇ ହେବ। ଏନେଇ ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ସୂଚନା ଦେଇଛନ୍ତି ।ସୂଚନାଯୋଗ୍ୟ, ଗତବର୍ଷ କେବଳ ପିଜି କୋର୍ସରେ CBT ପଦ୍ଧତି ଲାଗୁ ହୋଇଥିଲା
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)