Advertisment

Toddler Dies After Falling Into Borewell: ବୋରୱେଲରେ ପଡ଼ି ଚାଲିଗଲା ଦେଢ଼ ବର୍ଷ ଶିଶୁକନ୍ୟାର ଜୀବନ

ବୋରୱେଲରେ ପଡ଼ି ଶିଶୁକନ୍ୟା ମୃତ। ବୋରୱେଲରେ ପଡ଼ି ଚାଲିଗଲା ଦେଢ଼ ବର୍ଷ ଶିଶୁକନ୍ୟାର ଜୀବନ। ପୁରୀ ସଦର ମୁଖ୍ୟ ଚିକିତ୍ସାଳୟ ନୂଆ ବିଲ୍ଡିଂ କାମ ବେଳେ ଅଘଟଣ। ମାମୁ ଘରକୁ ଆସିଥିବା ଶିଶୁକନ୍ୟା ଖେଳିବା ବେଳେ ବୋରୱେଲରେ ଖସିପଡ଼ିଲା।

author-image
Pramod Behera
Toddler Dies After Falling Into Borewell

ବୋରୱେଲରେ ପଡ଼ି ଚାଲିଗଲା ଦେଢ଼ ବର୍ଷ ଶିଶୁକନ୍ୟାର ଜୀବନ Photograph: (OTV)

ପୁରୀ ସଦର ମୁଖ୍ୟ ଚିକିତ୍ସାଳୟ ନୂଆ ବିଲ୍ଡିଂ କାମ ବେଳେ ଅଘଟଣ। ବୋରୱେଲରେ ପଡି ଚାଲିଗଲା ଦେଢ଼ ବର୍ଷ ଶିଶୁ କନ୍ୟାର ଜୀବନ। ମାମୁ ଘରକୁ ବୁଲିବାକୁ ଆସିଥିଲା ଭାଣିଜି । ହେଲେ ମେଡିକାଲରେ ନିର୍ମାଣଧୀନ ନୂଆ ବିଲଡିଂ ନିକଟରେ ଖେଳୁ ଖେଳୁ ବୋରୱେଲରେ ଖସି ପଡିଥିଲା । ନରେନ୍ଦ୍ର କୋଣ ମଙ୍ଗଳା ସାହିର ଅଜୟ ନାୟକଙ୍କ ଦେଢ଼ ବର୍ଷର ଶିଶୁ କନ୍ୟାର ମୃତ୍ୟୁ ହୋଇଛି।

Advertisment

  • ବୋରୱେଲରେ ପଡ଼ି ଶିଶୁକନ୍ୟା ମୃତ
  • ବୋରୱେଲରେ ପଡ଼ି ଚାଲିଗଲା ଦେଢ଼ ବର୍ଷ ଶିଶୁକନ୍ୟାର ଜୀବନ
  • ପୁରୀ ସଦର ମୁଖ୍ୟ ଚିକିତ୍ସାଳୟ ନୂଆ ବିଲ୍ଡିଂ କାମ ବେଳେ ଅଘଟଣ
  • ମାମୁ ଘରକୁ ଆସିଥିବା ଶିଶୁକନ୍ୟା ଖେଳିବା ବେଳେ ବୋରୱେଲରେ ଖସିପଡ଼ିଲା
Accident Puri Odisha News
Advertisment
Advertisment