ବୋରୱେଲରେ ପଡ଼ି ଚାଲିଗଲା ଦେଢ଼ ବର୍ଷ ଶିଶୁକନ୍ୟାର ଜୀବନ Photograph: (OTV)
Advertisment
ପୁରୀ ସଦର ମୁଖ୍ୟ ଚିକିତ୍ସାଳୟ ନୂଆ ବିଲ୍ଡିଂ କାମ ବେଳେ ଅଘଟଣ। ବୋରୱେଲରେ ପଡି ଚାଲିଗଲା ଦେଢ଼ ବର୍ଷ ଶିଶୁ କନ୍ୟାର ଜୀବନ। ମାମୁ ଘରକୁ ବୁଲିବାକୁ ଆସିଥିଲା ଭାଣିଜି । ହେଲେ ମେଡିକାଲରେ ନିର୍ମାଣଧୀନ ନୂଆ ବିଲଡିଂ ନିକଟରେ ଖେଳୁ ଖେଳୁ ବୋରୱେଲରେ ଖସି ପଡିଥିଲା । ନରେନ୍ଦ୍ର କୋଣ ମଙ୍ଗଳା ସାହିର ଅଜୟ ନାୟକଙ୍କ ଦେଢ଼ ବର୍ଷର ଶିଶୁ କନ୍ୟାର ମୃତ୍ୟୁ ହୋଇଛି।
Advertisment
- ବୋରୱେଲରେ ପଡ଼ି ଶିଶୁକନ୍ୟା ମୃତ
- ବୋରୱେଲରେ ପଡ଼ି ଚାଲିଗଲା ଦେଢ଼ ବର୍ଷ ଶିଶୁକନ୍ୟାର ଜୀବନ
- ପୁରୀ ସଦର ମୁଖ୍ୟ ଚିକିତ୍ସାଳୟ ନୂଆ ବିଲ୍ଡିଂ କାମ ବେଳେ ଅଘଟଣ
- ମାମୁ ଘରକୁ ଆସିଥିବା ଶିଶୁକନ୍ୟା ଖେଳିବା ବେଳେ ବୋରୱେଲରେ ଖସିପଡ଼ିଲା
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/02/13/toddler-dies-after-falling-into-borewell-2026-02-13-17-42-17.jpg)