/odishatv-khabar/media/post_attachments/uploadimage/library/16_9/16_9_0/deadbody-4_1626336826.jpg)
deadbody
ସୁନ୍ଦରଗଡ଼: ବଜ୍ରପାତରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି। ଏଭଳି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡା ଥାନା ସାଲେଇପାଲି ଗାଁରେ।
Advertisment
ଭୋଜି ଖାଇବା ବେଳେ ବଜ୍ରପାତ ହୋଇଥିଲା। ବଜ୍ରପାତରେ ୧୫ ଜଣ ଆହତଙ୍କୁ ଲହୁଣିପଡ଼ା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଚିକିତ୍ସା ପରେ ୧୦ ଜଣ ଘରୁକୁ ଫେରିଥିବା ବେଳେ ଅନ୍ୟ ୫ ଜଣ ଏବେ ବି ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଭଲ ଥିବା ଡାକ୍ତର କହିଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)