Advertisment

ବୋମାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

କଟକ ଜିଲ୍ଲା ଆଠଗଡ଼ ବ୍ଲକ ଘୋଳପୁର ଗାଁରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଏଠାରେ ବୋମାମାଡ଼ ହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତିଙ୍କ ନାଁ ଗୋବିନ୍ଦ ବେହେରା ବୋଲି ଜଣାପଡ଼ିଛି। ବୋମାମାଡ଼କୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଗାଁ ଲୋକମାନେ ହୋ ହାଲ୍ଲା କରିଛନ୍ତି। ବାଙ୍କି, ସୁବନପୁର ପୁଲିସ୍ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛନ୍ତି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ଼ ହୋଇଥିବା ସୂଚନା ମିଳିଛି। ପୁଲିସ୍‌ ତଦନ୍ତ […]

ବୋମାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

bomb

Advertisment

କଟକ ଜିଲ୍ଲା ଆଠଗଡ଼ ବ୍ଲକ ଘୋଳପୁର ଗାଁରେ ଆଜି ସକାଳେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଏଠାରେ ବୋମାମାଡ଼ ହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତିଙ୍କ ନାଁ ଗୋବିନ୍ଦ ବେହେରା ବୋଲି ଜଣାପଡ଼ିଛି।

Advertisment

ବୋମାମାଡ଼କୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଗାଁ ଲୋକମାନେ ହୋ ହାଲ୍ଲା କରିଛନ୍ତି। ବାଙ୍କି, ସୁବନପୁର ପୁଲିସ୍ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛନ୍ତି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ଼ ହୋଇଥିବା ସୂଚନା ମିଳିଛି। ପୁଲିସ୍‌ ତଦନ୍ତ ଜାରିରଖିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ