Advertisment

ଗଛରେ ପିଟି ହେଲା ସ୍କୁଟି, ଜଣେ ମୃତ, ୨ଜଣ ଆହତ

ଜଗତସିଂହପୁର: ଭାରସାମ୍ୟ ହରାଇ ଗଛରେ ପିଟି ହେଲା ସ୍କୁଟି। ଜଗତସିଂହପୁର-ଜୟପୁର ରାସ୍ତାର ରାହାଡ଼ିଙ୍ଗା ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଆହତ ହୋଇଛନ୍ତି। ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ଏମାନେ ସ୍କୁଟିରେ ଜଗତସିଂହପୁର ଆସୁଥିବା ବେଳେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲେ। ଆହତଙ୍କୁ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମୃତାହତଙ୍କୁ କ୍ଷତିପୂରଣ ପ୍ରଦାନ କରିବା ଓ ରାସ୍ତା ମରାମତି ଦାବିରେ ସ୍ଥାନୀୟ ଲୋକେ […]

ଗଛରେ ପିଟି ହେଲା ସ୍କୁଟି, ଜଣେ ମୃତ, ୨ଜଣ ଆହତ

a1

Advertisment

ଜଗତସିଂହପୁର: ଭାରସାମ୍ୟ ହରାଇ ଗଛରେ ପିଟି ହେଲା ସ୍କୁଟି। ଜଗତସିଂହପୁର-ଜୟପୁର ରାସ୍ତାର ରାହାଡ଼ିଙ୍ଗା ନିକଟରେ ଏହି ଦୁର୍ଘଟଣା ଘଟିଛି।

Advertisment

ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଆହତ ହୋଇଛନ୍ତି। ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ଏମାନେ ସ୍କୁଟିରେ ଜଗତସିଂହପୁର ଆସୁଥିବା ବେଳେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲେ।

ଆହତଙ୍କୁ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମୃତାହତଙ୍କୁ କ୍ଷତିପୂରଣ ପ୍ରଦାନ କରିବା ଓ ରାସ୍ତା ମରାମତି ଦାବିରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି। ଖରାପ ରାସ୍ତା ଯୋଗୁ ବାରମ୍ବାର ଏମିତି ଦୁର୍ଘଟଣା ଘଟୁଥିବା ଲୋକେ ଅଭିଯୋଗ କରିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ