Advertisment

ଓଟିଭିର ‘ଆପଣ ଏକା ନୁହଁନ୍ତି’ କାର୍ଯ୍ୟକ୍ରମକୁ ଜାତୀୟ ସ୍ତରୀୟ ପୁରସ୍କାର

ଭୁବନେଶ୍ୱର: ଓଟିଭିର ‘ଆପଣ ଏକା ନୁହଁନ୍ତି’ କାର୍ଯ୍ୟକ୍ରମକୁ ଜାତୀୟ ସ୍ତରୀୟ ପୁରସ୍କାର ମିଳିଛି। ‘ଆପଣ ଏକା ନୁହଁନ୍ତି’କୁ ବେଷ୍ଟ ସୋସିଆଲ୍‌ କଣ୍ଟ୍ରିବ୍ୟୁସନ୍‌’ ବର୍ଗରେ ଶ୍ରେଷ୍ଠ କାର୍ଯ୍ୟକ୍ରମର ପୁରସ୍କାର ମିଳିଛି। ଇଣ୍ଡିଆନ୍ ଟେଲିଭିଜନ୍ ଡଟ୍ କମ୍ ସଂସ୍ଥା ପକ୍ଷରୁ ଭର୍ଚୁଆଲ ପ୍ରୋଗ୍ରାମରେ ଏହି ଆୱାର୍ଡ ପ୍ରଦାନ କରାଯାଇଛି। ଦେଶର ଜାତୀୟ ଓ ଆଞ୍ଚଳିକ ସ୍ତରରେ ଥିବା ବିଭିନ୍ନ ନ୍ୟୁଜ୍‌ ଚ୍ୟାନେଲକୁ ୧୨୦ଟି ଭିନ୍ନ ଭିନ୍ନ ବର୍ଗରେ ପୁରସ୍କାର ପ୍ରଦାନ କରାଯାଇଛି। ନ୍ୟୁଜ୍ ଚ୍ୟାନେଲରେ ପ୍ରସାରିତ ବିଭିନ୍ନ କାର୍ଯ୍ୟକ୍ରମ ଓ ଟେଲିଭିଜନ୍ […]

ଅଦ୍ୟତନ ହୋଇଛି
ଓଟିଭିର ‘ଆପଣ ଏକା ନୁହଁନ୍ତି’ କାର୍ଯ୍ୟକ୍ରମକୁ ଜାତୀୟ ସ୍ତରୀୟ ପୁରସ୍କାର

OTV-Award

Advertisment

ଭୁବନେଶ୍ୱର: ଓଟିଭିର ‘ଆପଣ ଏକା ନୁହଁନ୍ତି’ କାର୍ଯ୍ୟକ୍ରମକୁ ଜାତୀୟ ସ୍ତରୀୟ ପୁରସ୍କାର ମିଳିଛି। ‘ଆପଣ ଏକା ନୁହଁନ୍ତି’କୁ ବେଷ୍ଟ ସୋସିଆଲ୍‌ କଣ୍ଟ୍ରିବ୍ୟୁସନ୍‌’ ବର୍ଗରେ ଶ୍ରେଷ୍ଠ କାର୍ଯ୍ୟକ୍ରମର ପୁରସ୍କାର ମିଳିଛି।

Advertisment

ଇଣ୍ଡିଆନ୍ ଟେଲିଭିଜନ୍ ଡଟ୍ କମ୍ ସଂସ୍ଥା ପକ୍ଷରୁ ଭର୍ଚୁଆଲ ପ୍ରୋଗ୍ରାମରେ ଏହି ଆୱାର୍ଡ ପ୍ରଦାନ କରାଯାଇଛି।

publive-image

ଦେଶର ଜାତୀୟ ଓ ଆଞ୍ଚଳିକ ସ୍ତରରେ ଥିବା ବିଭିନ୍ନ ନ୍ୟୁଜ୍‌ ଚ୍ୟାନେଲକୁ ୧୨୦ଟି ଭିନ୍ନ ଭିନ୍ନ ବର୍ଗରେ ପୁରସ୍କାର ପ୍ରଦାନ କରାଯାଇଛି। ନ୍ୟୁଜ୍ ଚ୍ୟାନେଲରେ ପ୍ରସାରିତ ବିଭିନ୍ନ କାର୍ଯ୍ୟକ୍ରମ ଓ ଟେଲିଭିଜନ୍ ନ୍ୟୁଜ୍ ଚ୍ୟାନେଲର ଆଙ୍କର, ସାମ୍ବାଦିକ, ପ୍ରଯୋଜକ, କ୍ୟାମେରା ପର୍ସନ, ଭିଡିଓ ଏଡିଟର ଏବଂ ଅନ୍ୟ ବ୍ୟକ୍ତିତ୍ୱଙ୍କୁ ପୁରସ୍କୃତ କରାଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ