Advertisment

Panchayat Elections: ନିର୍ଦ୍ଧାରିତ ସମୟରେ ପଞ୍ଚାୟତ ନିର୍ବାଚନ, ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନରଙ୍କ ବଡ଼ ସୂଚନା

ଆଗୁଆ ନୁହେଁ, ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ। ୫ ବର୍ଷ କାର୍ଯ୍ୟକାଳ ସରିଲେ ହେବ ପଞ୍ଚାୟତ ନିର୍ବାଚନ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ।

author-image
Chinmayee Sahoo
Panchayat Election

Panchayat Election Photograph: (OTV)

ଆଗୁଆ ନୁହେଁ, ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ। ୫ ବର୍ଷ କାର୍ଯ୍ୟକାଳ ସରିଲେ ହେବ ପଞ୍ଚାୟତ ନିର୍ବାଚନ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ। ସେ କହିଛନ୍ତି, ସମୟ ଆସିଲେ ପଞ୍ଚାୟତ ନିର୍ବାଚନ ନେଇ ନିଷ୍ପତ୍ତି ହେବ। 

Advertisment

ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ସବଡିଭିଜନ ସ୍ତରରେ ଆରମ୍ଭ ହୋଇଛି ପ୍ରସ୍ତୁତି। ୧୦ ଦିନ ଭିତରେ ଜିଲ୍ଲାପାଳଙ୍କ ସହ ବୈଠକ ହୋଇଛି। ବୁଥ, ବାଲଟ ବକ୍ସ ସମେତ ଯାହା ଯାହା ଆବଶ୍ୟକ ସେନେଇ କାମ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର।

ନିର୍ଦ୍ଧାରିତ ସମୟରେ ପଞ୍ଚାୟତ ନିର୍ବାଚନ
ରାଜ୍ୟର ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ
ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର
'୫ ଵର୍ଷ କାର୍ଯ୍ୟକାଳ ସରିଲେ ହେବ ପଞ୍ଚାୟତ ନିର୍ବାଚନ'
'ପଞ୍ଚାୟତ ନିର୍ବାଚନ ପାଇଁ ସବ୍ ଡିଭିଜନସ୍ତରରେ ପ୍ରସ୍ତୁତି ଆରମ୍ଭ'
'୧୦ ଦିନ ଭିତରେ ଜିଲ୍ଲପାଳଙ୍କ ସହ ବୈଠକ ହୋଇଛି'

Advertisment
Panchayat Elections In Odisha Panchayat Elections
Advertisment
Related Articles
Advertisment