ମନ ଇଚ୍ଛା ପେଟେ ପିଇବା ପରେ ଆରମ୍ଭ କଲା ହଙ୍ଗାମା । ନିଜ ବୁଲେଟର ଚାବି ନ ପାଇବାରୁ ନିଶାରେ ମଦ ବୋତଲ ଧରି ପିଟାପିଟି କଲା ।
କଣ୍ଟେନର ଧକ୍କାରେ ଚୂର୍ ମାର ହୋଇଗଲା ଘର । ବରଗଡ଼ ସଦର ଥାନା ତୁରୁଙ୍ଗା ଛକ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।
ଗଜପତି ଜିଲ୍ଲା ମୋହନା ଥାନା କେନ୍ଦୁଘାଟିରେ ଟୁରିଷ୍ଟ ଭ୍ୟାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୩ ଜଣ ଆହତ ହୋଇଛନ୍ତି ।
ଜଗା ସହ ମାସକର ଭାବ ତୁଟାଇ ଫେରିଲେ ହବିଷ୍ୟାଳି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ଯୋଗୁ ଏହା ଆଜି ଦେଶରେ ଏକ ନମ୍ବର ବନ୍ଦର ହୋଇପାରିଛି । ଆଗକୁ ଅସ୍ତରଙ୍ଗ ସମେତ ଓଡ଼ିଶାର ଅନେକ ସ୍ଥାନରେ ନୂଆ ବନ୍ଦର ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
ପାରାଦୀପ ସମୁଦ୍ରରୁ ଧରା ହେଉଥିବା ମାଛ ଏଣିକି ‘ପାରାଦୀପ ବ୍ରାଣ୍ଡ’ରେ ବିକ୍ରି ହୋଇପାରେ ବିଦେଶରେ ।
ଦୀର୍ଘ ଦିନର ଦାବି ପରେ ବି ଦୂର ହେଉନି ସମାସ୍ୟା । ସ୍ଥାୟୀ ସମାଧାନ ନିମନ୍ତେ ପଦକ୍ଷେପ ଗ୍ରହଣ କରିବାକୁ ଅପିଲ୍ ।
ପଦଯାତ୍ରା ଆରମ୍ଭରୁ ସବୁଠି ଗୋଷ୍ଠୀ କନ୍ଦଳ ତୀବ୍ର । ୨୪ ବିପର୍ଯ୍ୟୟ ପରଠୁ ନେତା ଆଉ ପାଟି ନଖୋଲି ରହିପାରୁନାହାନ୍ତି ।
ସମୁଦ୍ରରେ ୧୪ ମତ୍ସ୍ୟଜୀବୀ ଫସି ରହିଥିବା ସୂଚନା ମିଳିଛି। ପାରାଦୀପ-ମହାନଦୀ ମୁହାଣରେ ଘଟିଛି ଏହି ଅଘଟଣ। ଗୋଟିଏ ମାଛଧରା ବୋଟ୍କୁ ଉଦ୍ଧାର କରିବାକୁ ଯାଇ ଫସିଯାଇଛି ଆଉ ଏକ ଡଙ୍ଗା।
ତେଜିଲା ପାରାଦୀପ ରାଜନୀତି । ଜାଣିଶୁଣି ବିଲ୍ ବନ୍ଦ କଲେ ନିଆଁ ଜଳିବା ନେଇ ଶଙ୍ଖ ଦଳର ଚେତାବନୀ ।
ସାରା ରାଜ୍ୟରେ ଦେବ ଶିଳ୍ପୀ ବିଶ୍ବକର୍ମାଙ୍କ ପୂଜାକୁ ନେଇ ଉତ୍ସାହ ଦେଖିବାକୁ ମିଳୁଛି । ଚଳଚଞ୍ଚଳ ବନ୍ଦର ନଗରୀ ପାରାଦୀପ ।
ଥାନାରେ ପହଞ୍ଚିଲା ପାରାଦୀପ ବିଜେଡି କଳି । ବିଜେଡି ନଗର ସଭାପତି ତଥା ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳଙ୍କ ନାଁରେ ଏତଲା ଦେଲେ ପୂର୍ବତନ ବିଧାୟକ ସମ୍ବିତ ରାଉତରାୟଙ୍କ ସମର୍ଥକ ମାନସ ବିଶ୍ୱାଳ।
ବିଜେଡି ପିଛା ଛାଡୁନି ଗୋଷ୍ଠୀ କନ୍ଦଳ। ଦଳପତି ସଂଗଠନ ସଜାଡିବା କାମ ଆରମ୍ଭ କରିଥିବାବେଳେ ବଢୁଥିବା ବିବାଦ ମୁଣ୍ଡ ବିନ୍ଧା ବଢାଇଦେଇଛି।
ସାଙ୍ଗଠନିକ ବୈଠକକୁ ସମ୍ବିତ ରାଉତରାୟଙ୍କୁ ଡକାହେଲାନି । ପାରାଦୀପ ନଗର ବିଜେଡି ସଭାପତି ବସନ୍ତ ବିଶ୍ବାଳଙ୍କ ଅଧ୍ୟକ୍ଷତାରେ ବୈଠକ ।
ନିର୍ବାଚନ ବେଳେ ଫାଙ୍କା ଘୋଷଣାର ଖୋଲିଗଲା ପୋଲ୍ । ପୋଲ୍ ଖୋଲିଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।
ପଞ୍ଚାୟତ ଭୋଟ୍ ପୂର୍ବରୁ ଗୋଠ ଏକାଠି ପାଇଁ ନବୀନଙ୍କ ନିର୍ଦ୍ଦେଶ । ସୁପ୍ରିମୋଙ୍କ ନିର୍ଦ୍ଦେଶ ପରେ କସରତ ଚଳାଇଛି ବିଜେଡି ।
ପାରାଦୀପ ଇମିଗ୍ରେସନ ପକ୍ଷରୁ ଜାହାଜକୁ ନୋଟିସ୍ କରାଯାଇଛି। ଜାହାଜରୁ କାହାକୁ ଓହ୍ଲାଇବାକୁ ଅନୁମତି ଦିଆଯାଉନି । ତନାଘନା କରୁଛି ଇମିଗ୍ରେସନ ବିଭାଗ।
ଜାହାଜକୁ ଆରେଷ୍ଟ କରିବା ପାଇଁ ହାଇକୋର୍ଟଙ୍କ ନିର୍ଦେଶ । ଆଦେଶ ନ ମିଳିବା ପର୍ଯ୍ୟନ୍ତ ଜାହାଜ ପାରାଦୀପ ଛାଡି କୁଆଡେ ଯାଇ ପାରିବ ନାହିଁ ।
ଅନାସ୍ଥା ପଲିଟିକ୍ସ ନେଇ ସରଗରମ ରାଜ୍ୟ ରାଜନୀତି। ସିଟ୍ ହରାଇବା ଭୟ ଘାରିଲାଣି ବିଜେଡିକୁ। ନିଜ ଗଡ଼ ବଞ୍ଚାଇବା ପାଇଁ ପୌର ପ୍ରତିନିଧିଙ୍କୁ ନେଇ ବୈଠକ କରିଛି ଦଳ।
ବାଂଲାଦେଶରେ ରାଜନୈତିକ ଅସ୍ଥିରତା ପରେ, ଭାରତ ଭିତରକୁ ବଢ଼ିଛି ଅନୁପ୍ରବେଶ ଆଶଙ୍କା । ସ୍ଥଳପଥ ଅପେକ୍ଷା ଜଳପଥ ସହଜ ଅନୁପ୍ରବେଶର ମାଧ୍ୟମ ହୋଇଥିବାରୁ, ବାଂଲା ଅନୁପ୍ରବେଶକାରୀଙ୍କ ଟାର୍ଗେଟରେ ଓଡ଼ିଶା।
ଅମଲଭିଟା ନାଁରେ ଆଇସକ୍ରିମ୍ ତିଆରି କରି ଜଣେ ବ୍ୟକ୍ତି ସ୍ଥାନୀୟ ବଜାରକୁ ଛାଡୁଥିଲେ। ଆଇସକ୍ରିମ୍ ତିଆରି ପାଇଁ ଉଦ୍ଧିଷ୍ଟ ନାନା ପ୍ରକାର ନିମ୍ନ ମାନର ସାମଗ୍ରୀ ଏବଂ ପ୍ୟାକିଂ ଜରି ଏଠାରେ ବ୍ୟବହାର ହେଉଥିଲା ।
ଗତକାଲି ସନ୍ଧ୍ୟାରେ ଏକ ବୋଟର ଇଞ୍ଜିନ ଅଚଳ ହୋଇଯିବାରୁ ଅନ୍ୟ ଏକ ବୋଟ ତାକୁ ଟାଣି ଟାଣି ଆଣିଥିଲା । ତେବେ ଅଶାନ୍ତ ମୁହାଣରେ ବୋଟ୍ ଦଉଡି ଛିଡ଼ି ଯିବାରୁ ଦୂରକୁ ଭାସିଯାଇଥିଲା ।
ନିଶା ଦେଇ ବସ୍ କର୍ମଚାରୀଙ୍କୁ ଦୁର୍ବୃତ୍ତ ଅଚେତ କରିଦେଇଥିବା ଚର୍ଚ୍ଚା ହେଉଛି।
ନୂଆବଜାରର ଜଣେ ଦଲାଲ ପ୍ରରୋଚନାରେ ଲକ୍ଷେ ଟଙ୍କାରେ ଛୁଆ ବିକ୍ରି କରିଥିବା କଥା ସାମ୍ନାକୁ ଆସିଛି।
୨୯ ତାରିଖ ବୁଧବାର ଦିନ ପୁଣିଥରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ଓଡ଼ିଶାରେ ମୋଦିଙ୍କ ୩ଟି ସଭା ରହିଛି । ବାରିପଦା, ବାଲେଶ୍ୱର ଓ କେନ୍ଦ୍ରାପଡ଼ାରେ ଜନସଭାକୁ ସମ୍ବୋଧନ କରିବେ ।