• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Paradeep

Custodial Death
ଅଭୟଚାନ୍ଦପୁର ହାଜତ ମୃତ୍ୟୁ ଅଭିଯୋଗ ମାମଲାରେ ନୂଆ ମୋଡ଼

ଏସ୍‌ପିଙ୍କୁ ଭେଟିବା ପରେ ଗଣମାଧ୍ୟମକୁ କହିଛନ୍ତି, ପୁଅର ମୃତ୍ୟୁ ଖବର ପାଇଲା ବେଳେ ତାଙ୍କର ମାନସିକ ଅବସ୍ଥା ଠିକ୍ ନଥିଲା । ତେଣୁ ସେ ସେମିତି କହି ଦେଇଥିଲେ ।

Hundreds of dead fish found floating in Paradip
ପାରାଦୀପରେ ମାଛ ମଡ଼କ; ମଲା ମାଛ ବୋହି ନେଉଛନ୍ତି ଲୋକେ

ପାରାଦ୍ୱୀପରେ ମାଛ ମଡ଼କ । ବାଲିଝରା କ୍ରିକ୍‌ରେ ରୋହି ଭାକୁର ଭଳି ବିଭିନ୍ନ ପ୍ରଜାତିର ମାଛ ମରି ଭାସୁଥିବା ଦେଖିବାକୁ ମିଳିଛି ।

Youth Dies
‘ମୋ ପୁଅ ତା’ ଜୀବନରେ କ୍ରାଇମ୍‌ କରିନି, ହେଲେ ତାକୁ ଫସାଇ ପୋଲିସ୍‌ ପିଟିପିଟି ମାରିଦେଲା’

ଅଭୟଚାନ୍ଦପୁର ଥାନାରେ ହାଜତ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବ୍ରାଉନସୁଗର କେସ୍‌ରେ ଫସାଇ ଜଣେ ଯୁବକଙ୍କୁ ପୋଲିସ ବାଡ଼େଇ ବାଡ଼େଇ ମାରି ଦେଇଥିବା ଅଭିଯୋଗ ହୋଇଛି।

Sarbananda Sonowal
ମହାନଦୀରେ ପ୍ରତିଷ୍ଠା ହୋଇଛି ରାଜ୍ୟର ପ୍ରଥମ ନଦୀଭିତ୍ତିକ ଜେଟ୍ଟି

ଅନ୍ତର୍ଦେଶୀୟ ଜଳମାର୍ଗ ପରିଯୋଜନା ଅନ୍ତର୍ଗତ ଏହି ଜେଟ୍ଟି ନିର୍ମାଣରେ ପ୍ରାଥମିକ ପର୍ଯ୍ୟାୟରେ ଇଫକୋ ସାର କାରଖାନା ୧୦ କୋଟି ଟଙ୍କା ବ୍ୟୟ କରିଛି ।

Drown
ନଦୀରେ ଗାଧୋଇବା ହେଉଛି କାଳ ! ପାଣିରେ ବୁଡି ଯାଉଛି ଅନେକ ଅମୂଲ୍ୟ ଜୀବନ, ଦାୟୀ କିଏ ?

ପାରାଦୀପ ପଥୁରିଆ ନିକଟ ମହାନଦୀ କୂଳରେ ଗାଧୋଇବାକୁ ସକାଳୁ ପହଁଚିଥିଲେ ପଥୁରିଆ ଗାଁର ଚାରି ଜଣ ଛାତ୍ର । ଦୁଇ ଜଣ ଉପରେ ଥିବା ବେଳେ ପାଣିକୁ ଓହ୍ଲାଇଥିଲେ ଦୁଇ ସମ୍ପର୍କୀୟ ଭାଇ ଅଭିଜିତ୍ ଏବଂ ରାଜୀବ ଲୋଚନ ।

JSW
JSWକୁ ବିରୋଧ, ‘ପ୍ରକଳ୍ପ ନାଁରେ ଲୋକଙ୍କୁ ଭୁଆଁ ବୁଲାଉଛନ୍ତି ସରକାର’ କହିଲେ ବିକ୍ଷୋଭକାରୀ

ଢିଙ୍କିଆ ପଞ୍ଚାୟତ ସମିତି ସଭ୍ୟ ଦେବେନ୍ଦ୍ର ସ୍ୱାଇଁଙ୍କ ନେତୃତ୍ୱରେ ୩ ପଞ୍ଚାୟତର ପ୍ରାୟ ଦେଢ ହଜାର ଲୋକ ଏକାଠି ହୋଇଛନ୍ତି । ପ୍ରଦୂଷିତ ପାରାଦୀପ ଅଞ୍ଚଳରେ ଆଉ ଅଧିକ ପ୍ରଦୂଷଣକାରୀ ଶିଳ୍ପକୁ ସ୍ୱାଗତ କରାଯିବ ନାହିଁ ବୋଲି ଚେତାବନୀ ଦେଇଛନ୍ତି ବିରୋଧୀ ।

Petrol Rate
ତୈଳଦର ବୃଦ୍ଧି, ଧୀବରଙ୍କ ପରିବାର ମୁହଁରୁ ହସ ଛଡ଼ାଇ ନେଇଛି

ଦୁଇ ବର୍ଷ ଧରି କରୋନା ମାଡ଼ । ଆଉ ଏବେ ଡିଜେଲ ଅମୂଲ ମୂଲ । ଶତକ ଛୁଆଁ ଡିଜେଲ୍ ଖାଲି ଯେ ଶହ ଶହ ବୋଟ୍ ଓ ଟ୍ରଲର ଚଳାଚାଳରେ ବେଡି ପକାଇଛି ତା ନୁହେଁ, ସମୁଦ୍ରରେ ମାଛ ଧରି ଜୀବିକା ଅର୍ଜନ କରୁଥିବା ଧୀବର ଓ ସେମାନଙ୍କ ପରିବାର ଲୋକଙ୍କ ମୁହଁରୁ ବି ସିଧା ଦାନା ଛଡ଼ାଇ ନେଇଛି ।