ବନ୍ୟପ୍ରାଣୀ ପିସିସିଏଫ୍ କହିଛନ୍ତି, ଏହି ମହାବଳ ବାଘ ଆନ୍ଧ୍ର ସୀମାନ୍ତ ଜଙ୍ଗଲରୁ ମହେନ୍ଦ୍ରଗିରିକୁ ଆସିଛି । ଦୁଇ ଚାରି ମାସ ପୂର୍ବରୁ ବି ବାଘଟି ଗଜପତି ଜିଲ୍ଲା ଜଙ୍ଗଲକୁ ଆସିଥିଲା।
ଗଜପତି ସଦର ମହକୁମା ପାରଳାଖେମୁଣ୍ଡି ପୌରପରିଷଦ । ୧୨ ନମ୍ବର ୱାର୍ଡର ଲବଙ୍ଗ ଗୟା । ବୟସ ୯୫ ହେଲାଣି । ସରକାରୀ ନିୟମ ଅନୁସାରେ ତାଙ୍କୁ ୭୦୦ ଟଙ୍କା ଭତ୍ତା ମିଳିବାର କଥା । ହେଲେ ୭ ଶହ ତ ଦୂରର କଥା ୫୦୦ ଟଙ୍କା ଭତ୍ତା ବି ତାଙ୍କ ଲାଗି ସ୍ୱପ୍ନ ହୋଇଛି । ପ୍ରଥମତଃ ଘର ପାଖରେ ଭତ୍ତା ଟଙ୍କା ମିଳୁଥିଲା । ହେଲେ ପରବର୍ତ୍ତୀ ସମୟରେ ବ୍ୟାଙ୍କ ଆକାଉଣ୍ଟଙ୍କୁ ଯାଇଥିଲା ଭତ୍ତା ଟଙ୍କା
ଆଗାମୀ ଦିନରେ ପାଣ୍ଡିଆନ ହିଁ ଟିକେଟ ଫାଇନାଲ କରିବେ ବୋଲି ମଧ୍ୟ ବିରୋଧୀ ଦଳ ସିଧାସଳଖ କହୁଛନ୍ତି । ଆଉ ଏହି ଟିକେଟ ଲୋଭରେ ଜଣେ ନେତା ଜଣକ ପାଣ୍ଡିଆନଙ୍କ ଗୋଡ଼ ଧରିବାକୁ ଯାଉଥିବା କୁହାଯାଉଛି।
ସମସ୍ତଙ୍କ ବିରୋଧରେ NBW ଜାରି କଲେ ପାରଳାଖେମୁଣ୍ଡି କୋର୍ଟ । ସୌମ୍ୟଙ୍କ ପରିବାର କହିଲେ, ଆମକୁ କୋର୍ଟରୁ ହିଁ ନ୍ୟାୟ ମିଳିବ ।
ଜମିରେ ପଡ଼ିଛି ମୁଣ୍ଡ ବିହୀନ ଶରୀର, ଘର ଦାଣ୍ଡରେ କଟାମୁଣ୍ଡ । ଚାଷ ଜମିକୁ ନେଇ ଦୁଇ ଜଣଙ୍କ ମଧ୍ୟରେ ବଚସା ପରେ ହତ୍ୟା ।
ପିଟିସନର ଶୁଣାଣି କରି ତଳ କୋର୍ଟରେ ଶୁଣାଣି ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।
ମଣିଷ ଓ ପଶୁ ମଧ୍ୟରେ ଆତ୍ମିୟତା ବଢିଗଲେ ସେ ବି ହେଇଯାଏ ଘରର ଏକ ସଦସ୍ୟ। ମଣିଷ ପରି ଖାଏ, ମଣିଷ ସହ ଶୁଏ ଆଉ ମଣିଷ ପରି ବଢେ। ତା’ର ବିରହ ବି ଦୁଃଖ ଦିଏ। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ପାରଳାଖେମୁଣ୍ଡିରେ। ଗୋଟେ କୁକୁରର ଶେଷକୃତ୍ୟ ଠିକ ମଣିଷ କରି କରାଯାଇଛି।
ଅନାଥ ଶିଶୁକୁ ମିଳିଗଲା ନୂଆ ମା’ କୋଳ। ଜଣେ ସ୍ପେନୀୟ ମହିଳା ଗଜପତିର ଏକ ଅନାଥ ଶିଶୁକୁ କୋଳେଇ ନେଇଛନ୍ତି।
ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁକୁ ବର୍ଷେ ପୂରିଲା । ହେଲେ ତାଙ୍କ ପରିବାର ଲୋକେ ଆଜି ପର୍ଯ୍ୟନ୍ତ ନ୍ୟାୟ ଅପେକ୍ଷାରେ ...
ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ଫଟୋ ଥିବାରୁ ଅଣଓଡ଼ିଆଙ୍କ ଆଗ୍ରହ ବଢ଼ୁଛି । ଓଡ଼ିଶା ଦୁଗ୍ଧ ଚାଷୀ ପ୍ରଭାବିତ ହେବାର ଆଶଙ୍କା ।
ବିବାହ ଉତ୍ସବରୁ ଘରକୁ ଫେରୁଥିବା ବେଳେ ବାଟରେ ଓଲଟିଲା ବସ୍। ବସ୍ଟି ଏକ ବିବାହ ଉତ୍ସବରୁ କନ୍ୟା ପକ୍ଷ ଲୋକଙ୍କୁ ନେଇ ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି।
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଫରେଷ୍ଟର ଓ OSAP ସିପାହୀଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି। ସିପାହୀଙ୍କ ସରକାରୀ ବାସଭବନ ସମେତ ୫ଟି ଜାଗାରେ ଏକକାଳୀନ ରେଡ୍ ଚାଲିଛି।
ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ଜିଲ୍ଲା ପରିଷଦ ଅଧ୍ୟକ୍ଷ ସଂରକ୍ଷଣ ତାଲିକାକୁ ନେଇ ବିବାଦ ଥମିବାର ନାଁ ଧରୁନି । ଆଜି ପୁଣି ପାରଳାଖେମୁଣ୍ଡି ବିଧାୟକ କେ.ନାରାୟଣ ରାଓ ଉଠାଇଛନ୍ତି ପ୍ରଶ୍ନ ।
ପରୀକ୍ଷା କେନ୍ଦ୍ର ବାହାରେ ବିଦ୍ୟାଭାରତୀଙ୍କୁ ଗଣମାଧ୍ୟମ ପ୍ରତିନିଧି ପ୍ରଶ୍ନ ପଚାରିଥିଲେ ମଧ୍ୟ ସେ ମୁହଁ ଖୋଲି ନଥିଲେ। ହେଲେ ଗଣମାଧ୍ୟମ ସାମ୍ନାରେ ବିଦ୍ୟାଭାରତୀଙ୍କ ବାପା ଶ୍ରୀହରି ପଣ୍ଡା ମୁହଁ ଖୋଲି ଥିଲେ।
ବହୁଚର୍ଚ୍ଚିତ ପାରଳାଖେମୁଣ୍ଡି ACF ସୌମ୍ୟରଂଜନ ମହାପାତ୍ର ମୃତ୍ୟୁ ମାମଲାରେ DFOଙ୍କ ଲାଇ ଡିଟେକ୍ସନ ଟେଷ୍ଟ । ଭୁବନେଶ୍ୱର ଫୋରେନସିକ ଲ୍ୟାବରେ ତାଙ୍କର ଲାଇ ଡିଟେକ୍ସନ ଟେଷ୍ଟ କରାଯାଇଛି ।
ବିଧାନସଭାରେ ଉଠିଲା ବହୁ ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ପ୍ରସଙ୍ଗ। ମାସାଧିକ କାଳ ତଦନ୍ତ ପରେ ବି ଏଏସିଏଫଙ୍କ ମୃତ୍ୟୁ କିପରି ହେଲା ସେ ସମ୍ପର୍କରେ ସ୍ପଷ୍ଟ ହୋଇପାରିନି।
ପାରଳାଖେମୁଣ୍ଡି ACF ସୌମ୍ୟରଂଜନ ମହାପାତ୍ର ମୃତ୍ୟୁ ମାମଲାରେ ନୂଆ ଟ୍ୱିଷ୍ଟ। ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀଙ୍କୁ ଜେରା କରିବ କ୍ରାଇମବ୍ରାଞ୍ଚ । ସୌମ୍ୟଙ୍କ ପରିବାର ସଦସ୍ୟଙ୍କ ବୟାନ ବି ରେକର୍ଡ କରାଯିବ । କାଲି ବୟାନ ରେକର୍ଡ କରାଯିବ କହିଲେ ଏଡିଜି ସଂଜୀବ ପଣ୍ଡା।
ACF ସୌମ୍ୟରଂଜନ ମୃତ୍ୟୁ ମାମଲାରେ ଘାଣ୍ଟୁଛି କ୍ରାଇମବ୍ରାଞ୍ଚ । ୧୩ ଜଣଙ୍କୁ ପଚରାଉଚରା ପରେ ଶେଷରେ ପ୍ରଶ୍ନ ଜାଲରେ ଛନ୍ଦିଛି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରାଙ୍କୁ ।
ACF ସୌମ୍ୟରଂଜନ ମୃତ୍ୟୁ ମାମଲାରେ ଡିଏଫ୍ଓ ଏବଂ ବିଦ୍ୟାଭାରତୀ ପଣ୍ଡାଙ୍କର ଆବଶ୍ୟକ ହେଲେ କରାଯିବ ଲାଏ ଡିଟେକ୍ସନ ଟେଷ୍ଟ। ପାରଳାଖେମୁଣ୍ଡି DFO ସଂଗ୍ରାମ ବେହେରାଙ୍କୁ ୩ ଘଣ୍ଟା ଜେରା ପରେ ଏହି ସୂଚନା ଦେଇଛି କ୍ରାଇମବ୍ରାଞ୍ଚ।
ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାର ଖୋଳତାଡ ଜାରି ରଖିଛି କ୍ରାଇମବ୍ରାଞ୍ଚ । ଜେରାର ତୃତୀୟ ଦିନରେ ଆଜି CDMO କାର୍ଯ୍ୟାଳୟ ପରିସରରେ କ୍ରାଇମବ୍ରାଞ୍ଚ ଟିମ୍ ।
ପାରଳାଖେମୁଣ୍ଡି ACF ସୌମ୍ୟରଂଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ଆଜି ପୁଣି ମାରାଥନ ଜେରା କରିଛି।
୨୩ ଦିନ ପରେ ବି ଅସ୍ପଷ୍ଟ ରହିଛି ପାରଳାଖେମୁଣ୍ଡି ACF ସୌମ୍ୟରଂଜନ ମହାପାତ୍ର ମୃତ୍ୟୁ ମାମଲା । ଏହାରି ଭିତରେ ଆଜି ପତ୍ନୀ ବିଦ୍ୟାଭାରତୀଙ୍କୁ ୪ ଘଣ୍ଟା ଧରି ମାରାଥନ ଜେରା କରିଛି ପାରଳାଖେମୁଣ୍ଡି ପୋଲିସ ।
ସୌମ୍ୟରଞ୍ଜଙ୍କ ମୃତ୍ୟୁ ରହସ୍ୟ ଦିନକୁ ଦିନ ଘନଉଛି। ଏହା ଭିତରେ ଆମ୍ବୁଲାନ୍ସ ଡ୍ରାଇଭର ଅନେକ ରହସ୍ୟର ଉନ୍ମୋଚନ କରିଛନ୍ତି। କ’ଣ କହିଛନ୍ତି ଡ୍ରାଇଭର, ଜାଣନ୍ତୁ।
ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା । ସୌମ୍ୟଙ୍କ କ୍ୱାର୍ଟର୍ସ ହିଁ କ୍ରାଇମସ୍ପଟ ବୋଲି କହିଲେ ଡିଆଇଜି । ସେ ଆହୁରି କହିଛନ୍ତି ଘଟଣା ସ୍ଥଳ ପରିଦର୍ଶନ କଲି, ଏଠାରେ ଜଳିବାର ଚିହ୍ନ ରହିଛି ।
ପୂର୍ବରୁ ଦୁଇ ଦୁଇଟି ହାତଲେଖା ଚିଠି ସାମ୍ନାକୁ ଆସିଥିବା ବେଳେ ଏବେ ଆଉ ଏକ ହାତ ଲେଖା ଚିଠି ସାମ୍ନାକୁ ଆସିଛି। ପୂର୍ବରୁ ସାମ୍ନାକୁ ଆସିଥିବା ୨ଟି ଚିଠି ମଧ୍ୟରୁ ଗୋଟିଏ ସୌମ୍ୟଙ୍କ ଡାଏରୀର ବୋଲି କୁହାଯାଉଥିବା ବେଳେ ଅନ୍ୟ ଏକ ଲେଖା ନିଜେ ବିଦ୍ୟାଭାରତୀ ଅର୍ଥାତ୍ ସୌମ୍ୟଙ୍କ ପତ୍ନୀ ଲେଖିଥିବା କହୁଛନ୍ତି ।