Advertisment

ଓଲଟି ପଡ଼ିଲା ବସ୍‌; ଅଳ୍ପକେ ବର୍ତ୍ତିଲେ ୪୦ଯାତ୍ରୀ

ଜୟପୁର: ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌। କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଳକ୍‌ ପର୍ଲିଠାରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ତେବେ ବସ୍‌ରେ ଥିବା ୪୦ ଜଣ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ତେବେ ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, ବସ୍‌ଟି ବ୍ରହ୍ମପୁରରୁ ଉମରକୋଟ୍‌ ଯାଉଥିଲା। ଅନ୍ୟପକ୍ଷରେ, ବସ୍‌ ଦୁର୍ଘଟଣାଗ୍ରସ୍ତ ହେବାର ପ୍ରକୃତ କାରଣ ଜଣାପଡ଼ିନି।

ଓଲଟି ପଡ଼ିଲା ବସ୍‌; ଅଳ୍ପକେ ବର୍ତ୍ତିଲେ ୪୦ଯାତ୍ରୀ

bus accident

Advertisment

ଜୟପୁର: ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌। କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଳକ୍‌ ପର୍ଲିଠାରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ତେବେ ବସ୍‌ରେ ଥିବା ୪୦ ଜଣ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

Advertisment

ତେବେ ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ବସ୍‌ଟି ବ୍ରହ୍ମପୁରରୁ ଉମରକୋଟ୍‌ ଯାଉଥିଲା। ଅନ୍ୟପକ୍ଷରେ, ବସ୍‌ ଦୁର୍ଘଟଣାଗ୍ରସ୍ତ ହେବାର ପ୍ରକୃତ କାରଣ ଜଣାପଡ଼ିନି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ