Advertisment

ଠାକୁରାଣୀଙ୍କ ପ୍ରସାଦ ଖାଇ ଶତାଧିକ ଲୋକ ଅସୁସ୍ଥ

ପଟ୍ଟାମୁଣ୍ଡାଇ(ପ୍ରବୀର ନାୟକ): ଠାକୁରାଣୀଙ୍କ ପ୍ରସାଦ ଖାଇ ଶତାଧିକ ଲୋକ ଅସୁସ୍ଥ ହୋଇଛନ୍ତି। ଅସୁସ୍ଥଙ୍କ ମଧ୍ୟରେ ଛୋଟ ପିଲା ମଧ୍ୟ ଅଛନ୍ତି। ସମସ୍ତଙ୍କୁ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ଘଟଣାଟି ଘଟିଛି କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ଅଞ୍ଚଳରେ ଘଟିଛି। ଗତକାଲି ରାତିରେ କୃଷ୍ଣନଗର ପଞ୍ଚାୟତ ପିଞ୍ଛାପାଟିଆ ଗାଁରେ ମନଶାଦେବୀ ଠାକୁରାଣୀ ମନ୍ଦିରରେ ଭୋଗ ହୋଇଥିଲା। ସେହି ଭୋଗକୁ ଗାଁର ଶତାଧିକ ଲୋକ ଖାଇଥିଲେ। ଆଜି ସକାଳେ ସମସ୍ତଙ୍କୁ ଝାଡ଼ା, ବାନ୍ତି ଓ ମୁଣ୍ଡବିନ୍ଧା ହୋଇଥିଲା। ସମସ୍ତଙ୍କୁ ଡାଙ୍ଗମାଳ ପ୍ରାଥମିକ […]

author-image
Biswobandita Swain
ଠାକୁରାଣୀଙ୍କ ପ୍ରସାଦ ଖାଇ ଶତାଧିକ ଲୋକ ଅସୁସ୍ଥ

patamundei

ପଟ୍ଟାମୁଣ୍ଡାଇ(ପ୍ରବୀର ନାୟକ): ଠାକୁରାଣୀଙ୍କ ପ୍ରସାଦ ଖାଇ ଶତାଧିକ ଲୋକ ଅସୁସ୍ଥ ହୋଇଛନ୍ତି। ଅସୁସ୍ଥଙ୍କ ମଧ୍ୟରେ ଛୋଟ ପିଲା ମଧ୍ୟ ଅଛନ୍ତି। ସମସ୍ତଙ୍କୁ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ଘଟଣାଟି ଘଟିଛି କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ଅଞ୍ଚଳରେ ଘଟିଛି। ଗତକାଲି ରାତିରେ କୃଷ୍ଣନଗର ପଞ୍ଚାୟତ ପିଞ୍ଛାପାଟିଆ ଗାଁରେ ମନଶାଦେବୀ ଠାକୁରାଣୀ ମନ୍ଦିରରେ ଭୋଗ ହୋଇଥିଲା।

Advertisment

ସେହି ଭୋଗକୁ ଗାଁର ଶତାଧିକ ଲୋକ ଖାଇଥିଲେ। ଆଜି ସକାଳେ ସମସ୍ତଙ୍କୁ ଝାଡ଼ା, ବାନ୍ତି ଓ ମୁଣ୍ଡବିନ୍ଧା ହୋଇଥିଲା। ସମସ୍ତଙ୍କୁ ଡାଙ୍ଗମାଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ସମସ୍ତଙ୍କର ଚିକିତ୍ସା ଚାଲିଛି। ଅସୁସ୍ଥଙ୍କ ମଧ୍ୟରେ ଏକାଧିକ ଶିଶୁ ଅଛନ୍ତି। ସମସ୍ତଙ୍କୁ ମାଗଣାରେ ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଛି।

Advertisment
Advertisment